Advertisement
Categories: ଜାତୀୟ

ଗାନ୍ଧୀନଗରରେ ଭୋଟ ଦେଲେ ପ୍ରଧାନମନ୍ତ୍ରୀ

ଗାନ୍ଧୀନଗର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ଗୁଜରାଟ ଗାନ୍ଧୀନଗରରେ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ମଙ୍ଗଳବାର ସକାଳେ ପ୍ରଧାନମନ୍ତ୍ରୀ ସ୍ଥାନୀୟ ରାନିପ୍‌ ପୋଲିଂ ବୁଥ୍‌ରେ ଭୋଟ ଦେଇଛନ୍ତି। ମା’ ହିରାବେନ୍‌ଙ୍କୁ ଭେଟିବା ପରେ ପ୍ରଧାନମନ୍ତ୍ରୀ ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ପହଞ୍ଚିଥିଲେ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ସ୍ବାଗତ କରିଥିଲେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share