Categories: ଜାତୀୟ

ଗୁଜରାଟ ଦଙ୍ଗା ମାମଲାର ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨୮।୧: ଗୁଜରାଟ ଦଙ୍ଗା ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ସରଦାରପୁରା ଗ୍ରାମର ୧୭ ଦୋଷୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ମୁଖ୍ୟ ବିଚାରପତି ଏସ୍‌ଏ ବୋବଡେଙ୍କ ନେତୃତ୍ୱ ସେ ବସିଥିବା ଖଣ୍ଡପୀଠ ଏମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜାମିନ ସମୟ ମଧ୍ୟରେ ଏମାନଙ୍କୁ ସାମଜିକ କାର୍ଯ୍ୟ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Share