Categories: ଜାତୀୟ

ଗୋଟିଏ ଦିନରେ ବଜ୍ରପାତରେ ଗଲା ୩୨ ଜଣଙ୍କ ଜୀବନ

ପାଟନା, ୨୪।୭: ବିହାରରେ ଗୋଟିଏ ଦିନରେ ବଜ୍ରପାତରେ ୩୨ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ୩୨ଜଣ ଆହତ ହୋଇଛନ୍ତି। ବଜ୍ରପାତରେ ଜାମୁଇରେ ୮, ଔରଙ୍ଗାବାଦରେ ୭, ବାଙ୍କାରେ ୫, ଭାଗଲପୁର ଏବଂ ରେହାତାସ୍‌ ୩ ଜଣ ଜିଲାରେ, ଗୟା, ମୁଙ୍ଗେର, କଟିଆର ଏବଂ ଅରାରିଆରେ ବଜ୍ରପାତ ଜିଲାରେ ଜଣେ ଜଣେ ଲୋକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାରବର୍ଗଙ୍କ ପାଇଁ ରାଜ୍ୟ ସରକାର ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।

Share