ଗୋଷ୍ଠୀ ସଂକ୍ରମଣ ଆଶଙ୍କା: ଖୋର୍ଦ୍ଧାରେ ପାଳନ ହେବନି ରଜ, ଶୁକ୍ରବାରଠାରୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଜାରି

ଖୋର୍ଦ୍ଧା ଅଫିସ,୧୨।୬: କରୋନା ଲାଗି ଫିକା ପଡିବ ଓଡ଼ିଆଙ୍କ ଗଣ ପର୍ବ ରଜ। ବାହାରେ ହୋଇ ପାରିବ ନାହିଁ ସାମୁହିକ କାର୍ଯ୍ୟକ୍ରମ। ଶୁକ୍ରବାରଠାରୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଜାରି କରିଛନ୍ତି ଖୋର୍ଦ୍ଧା ଉପକଣ୍ଠ ଉପଜିଲାପାଳ ଶାନ୍ତନୁ ମହାନ୍ତି। ଖୋର୍ଦ୍ଧା ଉପଖଣ୍ଡ ଅନ୍ତର୍ଗତ ଖୋର୍ଦ୍ଧା,ବେଗୁନିଆ, ବୋଳଗଡ଼,ଚିଲିକା, ବାଣପୁର ବ୍ଲକ ଅଞ୍ଚଳରେ ରଜ ଉତ୍ସବ ପାଳନ ହୋଇ ପାରିବ ନାହିଁ । ଏ ନେଇ କଟକଣା ଜାରି କରିଛନ୍ତି ଉପଜିଲାପାଳ । ଗୋଷ୍ଠୀ ସଂକ୍ରମଣକୁ ଏଡାଇବା ଲାଗି ଏହି ପଦକ୍ଷେପ ନିଆଯାଇଛି ବୋଲି ଉପଜିଲାପାଳmକହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ବିଭତ୍ସ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

ମାଲକାନଗିରି,୧୧।୧(ଦୁର୍ଯ୍ୟୋଧନ ପାତ୍ର): ମାଳକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମଭି ୬୬ ଗ୍ରାମରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ସ୍ତ୍ରୀଙ୍କୁ ଅତି ବିଭତ୍ସ ଭାବରେ...

ଢେମସା, ବଜାସାଲରେ ଦୁଲୁକିଲା ମଞ୍ଚ

କୋକସରା,୧୧ା୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବର ଦ୍ବିତୀୟ ସାରେ ବ୍ଲକ ଅଧ୍ୟକ୍ଷା ରୀତା ଅଗ୍ରୱାଲ ଅଧ୍ୟକ୍ଷତା କରିଥିଲେ। ନର୍ଲା ବିଧାୟିକା...

ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼

କଟକ,୧୧।୧: ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼ ହୋଇଛି। ଏଭଳି ଘଟଣା କଟକ ସଦର ଥାନା ସୁଭଦ୍ରାପୁରରେ ଘଟିଛି। ବୋମାମାଡର କାରଣ ଅସ୍ପଷ୍ଟ...

ଶ୍ରୀକୃଷ୍ଣ, ବଳରାମଙ୍କୁ ଭେଟିଲେ ଅକ୍ରୂର

ମଥୁରାନଗରୀ/ଗୋପପୁର,୧୧।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଅଷ୍ଟମ ଦିବସରେ ଉଭୟ ମଥୁରା ନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଦେଖିବାକୁ ପ୍ରବଳ ଭିଡ଼ ହୋଇଥିଲା।...

ନବ ଦାସଙ୍କ ପୁଅଙ୍କୁ ନେଇ ତେଜିଲା ରାଜନୀତି

ଝାରସୁଗୁଡ଼ା,୧୧।୧(ଆଶିଷ ରଞ୍ଜନ ଦାଶ)”ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ଭାଇ ବିଶାଳଙ୍କୁ ନେଇ ସ୍ଥାନୀୟ ରାଜନୀତି ଜୋର...

ହାତୀ ଉପଦ୍ରବରେ ୭୦ଭାଗ ଲୋକଙ୍କ ଚାଷ ନଷ୍ଟ: ବନ ବିଭାଗ ଦୃଷ୍ଟି ଦେବାକୁ ଚାଷୀଙ୍କ ଦାବି

କେସିଙ୍ଗା,୧୧।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଞ୍ଜ ଅଧିନସ୍ଥ ସୌରାପଦର ଗ୍ରାମରେ ହାତୀ ଉପଦ୍ରବରେ ବହୁ ଚାଷୀଙ୍କ ଚାଷ ନଷ୍ଟ ହୋଇଥିବାର ଅଭିଯୋଗ ହୋଇଛି। ୪୪...

ଦାରିଙ୍ଗବାଡିରେ ପ୍ରବଳ ତୁଷାରପାତ: ମଜାନେଲେ ପର୍ଯ୍ୟଟକ

ଦାରିଙ୍ଗବାଡି,୧୧।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶନିବାର ପ୍ରବଳ ଜାଡ଼ ଅନୁଭୂତ ହେବା ସହ ଠାଏ ଠାଏ ତୁଷାରପାତ ହୋଇଛି। ପ୍ରତିବର୍ଷ ୯ରୁ ୧୫ ପର୍ଯ୍ୟନ୍ତ...

ବହୁପ୍ରତୀକ୍ଷିତ ଶୀତମହୋତ୍ସବ ଉଦ୍‌ଘାଟନ ଆଜି: ସତ୍ୟଜିତ, ମଣ୍ଟୁ ଛୁରିଆ ମୁଖ୍ୟ ଆକର୍ଷଣ

ଦାରିଙ୍ଗବାଡି, ୧୧/୧ (ଅରୁଣ ସାହୁ ):ଦାରିଙ୍ଗବାଡ଼ିରେ ଶନିବାର ଶୀତ ମହୋତ୍ସବର ଉଦ୍‌ଘାଟନୀ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଜିଲା ପ୍ରଶାସନ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri