ଗୋଷ୍ଠୀ ସଂକ୍ରମଣ ଭୟ: ଗଞ୍ଜାମ ମିନି ଷ୍ଟାଡିୟମରେ ଖୋଲିବ ମାଛ, ମାଂସ ଦୋକାନ

ଗଞ୍ଜାମ,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଏ ନେଇ ପ୍ରଶାସନର ଚିନ୍ତାବଢ଼ୁଛି । କରୋନା ସମ୍ପର୍କିତ ଏକ ବୈଠକ ମଙ୍ଗଳବାର ଏନ୍‌ଏସି କନ୍‌ଫରେନ୍ସ ହଲରେ ଅନୁଷ୍ଠିତ ହୋଇଥିଲା । ତହସିଲଦାର ଅବନୀ କୁମାରଙ୍କ ସାହୁ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କରୋନା ସ୍ଥିତି ଅସମ୍ଭାଳ ଯୋଗୁ ପରିବା ଓ ମାଛ, ମାଂସ ଷ୍ଟାଡିୟମରେ ବିକ୍ରି ହେବାପାଇଁ ନିଷ୍ପତ୍ତି ନିଆଯାଇଛି। ଏହା ଆସନ୍ତା ଡିସେମ୍ବର ମାସ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ଜଣାପଡିଛି। ଫଳରେ ବଜାରରେ ଗହଳି ହେବ ନାହିଁ । ଏଥିସହିତ ଗୋଷ୍ଠୀ ସଂକ୍ରମଣକୁ ରୋକାଯାଇ ପାରିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି । ବୈଠକରେ ଅତିରିକ୍ତ ତହସିଲଦାର ସନାତନ ମହାଳିକ, ଏସଆଇ ସୁକାନ୍ତ ପ୍ରଧାନ, ବଣିକ ସଙ୍ଘ ସଭାପତି ଗୌରୀ ଶଙ୍କର ବାରିକ, ସମ୍ପାଦକ କାହ୍ନୁ ଚରଣ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହଟିଲା କଟକଣା: ଆଜିଠୁ ଚାରିଦ୍ୱାର ଖୋଲା

ପୁରୀ,୧୬ା୧୧(ଅଜିତ୍‌ କୁମାର ମହାନ୍ତି):ଭକ୍ତଙ୍କ ନିମନ୍ତେ ଖୁସି ଖବର। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣାକୁ ଶୁକ୍ରବାର ହଟାଇ ନିଆଯାଇଛି। ଶନିବାରଠାରୁ...

ୟୁଆଇଏଲ୍ ପକ୍ଷରୁ ଶିଶୁ ଦିବସ ପାଳିତ*

ଯାଜପୁର,୧୫/୧୧: ଶିଶୁ ହସିଲେ ଦୁନିଆ ହସେ , ଏକଥା ତ ଆପଣମାନେ ନିଶ୍ଚୟ ଶୁଣିଥିବେ ହେଲେ ଶିଶୁଙ୍କ ମୁହଁରେ ହସ ଫୁଟାଇବା କାମ ଆମର ।...

ୟୁଆଇଏଲ୍ ପକ୍ଷରୁ ଶିଶୁ ଦିବସ ପାଳିତ

ଯାଜପୁର,୧୫/୧୧: ଶିଶୁ ହସିଲେ ଦୁନିଆ ହସେ , ଏକଥା ତ ଆପଣମାନେ ନିଶ୍ଚୟ ଶୁଣିଥିବେ ହେଲେ ଶିଶୁଙ୍କ ମୁହଁରେ ହସ ଫୁଟାଇବା କାମ ଆମର ।...

ଜଳିଗଲା ଲୁଗା ଦୋକାନ, ମାଲିକ ମୃତ

ଜଟଣୀ,୧୫ା୧୧(ରବୀନ୍ଦ୍ରନାଥ ମହାକୁଡ଼): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ରାଜାବଜାରରେ ଥିବା ଗୌରୀ ଗାର୍ମେଣ୍ଟସ (ଲୁଗା ଦୋକାନ)ରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି...

ଚନ୍ଦ୍ରଗିରି ବନାଞ୍ଚଳରେ ବାଘ ପାଦଚିହ୍ନ

ମୋହନା,୧୫ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳର ଆକିଲି ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। କିଛିଦିନ ହେଲା ଗଞ୍ଜାମ ଜିଲାର ଦିଗପହଣ୍ଡି ଓ ଚିକିଟି ଅଞ୍ଚଳରେ...

ବୋମାମାଡ଼ ଘଟଣା, ଆଉ ଜଣେ ଗିରଫ

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ଓ ଦିଗପହଣ୍ଡି ଅଞ୍ଚଳରେ ଗତ କିଛିଦିନ ହେଲା ବୋମାମାଡ଼ କରି ଆତଙ୍କ ଚଳାଇଥିବା ଅପରାଧୀ ଗ୍ୟାଙ୍ଗର ଜଣେ ଯୁବକଙ୍କୁ ପୋଲିସ...

କାହିଁକି କାର୍ତ୍ତିକ ପୂର୍ଣ୍ଣିମାରେ ହେଲା ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ,୨୫।୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି l ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ଭିତର ପଟ ପାହାଚରେ...

ସରକାର ବଦଳିବାରୁ ଆଶା ଆଶଙ୍କାରେ ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ: ମନ୍ତ୍ରୀଙ୍କୁ ଭେଟି…

କୋକସରା,୧୫।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ ଫେଡେରେଶନ ପକ୍ଷରୁ ୫ ଦଫା ଦାବି ନେଇ ରାଜ୍ୟ ସରକାରଙ୍କୁ ପୂର୍ବରୁ ଦାବି...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri