ଘଡ଼ଘଡ଼ି ସହ ବର୍ଷା: ୫ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ସୋମବାର ରାଜ୍ୟର ୫ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର ଓ ଭଦ୍ରକ। ଦିନ ସାଢ଼େ ୧୨ଟା ପର୍ଯ୍ୟନ୍ତ ଏହିସବୁ ଜିଲାକୁ ସତର୍କ ରହିବାକୁ କୁହାଯାଇଛି।

Share