ଘରୋଇ ଛାତ୍ରୀନିବାସରେ ଅଗ୍ନିକାଣ୍ଡ

କଟକ ଅଫିସ୍‌,୧୨ା୨: କଟକ ସହର ମୁରାଦ୍‌ଘାଁପାଟଣା ଗଳିରେ ଥିବା ଏକ ଘରୋଇ ଛାତ୍ରୀନିବାସର ରୋଷେଇ ଶାଳ ଗ୍ୟାସ୍‌ଟାଙ୍କିରେ ବୁଧବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଟାଙ୍କିରୁ ଗ୍ୟାସ୍‌ ଲିକ୍‌ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିଲା। ଛାତ୍ରୀନିବାସର ପ୍ରଥମ ମହଲାରେ ଥିବା ରୋଷେଇ ଶାଳରେ ନିଆଁ ଲାଗିଯିବା ପରେ ଭୟରେ ଅନ୍ତେବାସୀମାନେ ଏଣେତେଣେ ଦୌଡ଼ିଥିଲେ। ସଙ୍ଗେସଙ୍ଗେ ଝରକା କାଚକୁ ଭାଙ୍ଗିଦିଆଯିବା ଫଳରେ ନିର୍ଗତ ଗ୍ୟାସ୍‌ ପଦାକୁ ଚାଲିଯାଇ ଥିଲା। ଅନ୍ୟପଟେ ଏନେଇ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହି ଘଟଣାକୁ ନେଇ ଅନ୍ତେବାସୀଙ୍କ ସମେତ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ, ୨୪ା୧୨: ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି।...

କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଲୋଗୋ ଉନ୍ମୋଚନ, ପଞ୍ଚାୟତ ସ୍ତରୀୟ ଉତ୍ସବର ଶୁଭ ଉଦଘାଟନ

କେସିଙ୍ଗା, ୨୪ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କୁଣ୍ଡାବନ୍ଧ ଗ୍ରାମ ପଞ୍ଚାୟତର ଯୋଗମାୟା ପୀଠ ପରିସରରେ କେସିଙ୍ଗା ଗୋଷ୍ଠୀ ଅଧିକାରୀ ପଦ୍ମନାଭ ପୁରୋହିତଙ୍କ...

ନାବାଳିକା ବଳାତ୍କରୀଙ୍କୁ ୨୦ ବର୍ଷ କାରାଦଣ୍ଡ

କେନ୍ଦୁଝର, ୨୪ା୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ସ୍ବତନ୍ତ୍ର ବିଚାରପତି ମୋନାଲିସା ମହାନ୍ତି ଆଜି ୧୨ ବର୍ଷ ବୟସ୍କା ନାବାଳିକା...

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ...

ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ

ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ”...

ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ,୨୪।୧୨: ଏକ ସମୟ ଏପରି ଥିଲା ଯେଉଁ ସମୟରେ ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର...

ଚାଷୀଙ୍କ ପାଇଁ ବଡ଼ ଆଶ୍ବସ୍ତି: ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର

ଭୁବନେଶ୍ୱର,୨୪।୧୨: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ...

ଧର୍ମେନ୍ଦ୍ରଙ୍କ ସହ ବିଜେଡି ନେତା, ରାଜନୀତିରେ ପୁଣି ଚହଳ!

ଭୁବନେଶ୍ୱର,୨୪।୧୨: ବରିଷ୍ଠ ସାମ୍ବାଦିକ ରୁବେନ ବାର୍ନାଜୀଙ୍କ ବହିରେ ବିସ୍ଫୋରକ ଖୁଲାସା ପରେ ରାଜନୀତିରେ ଚହଳ ପଡିଛି। ପାଣ୍ଡିଆନ ପଜଲ ଶୀର୍ଷକ ନାମକ ଅଧ୍ୟାୟ ଏବେ ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri