ଘର ପାଖରେ ପହଞ୍ଚିବ ପନିପରିବା: କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଭ୍ରାମ୍ୟମାଣ ପରିବା ଦୋକାନର ଶୁଭାରମ୍ଭ

କେନ୍ଦୁଝର,୨।୪(ସ୍ବ.ପ୍ର.): କରୋନା ମୁକାବିଲାକୁ ନେଇ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ସମୟରେ ଖାଉଟି ସାମଗ୍ରୀ, ପନିପରିବା, ମାଛମାଂସ, ଔଷଧ ଆଦି ଦୋକାନ ଖୋଲା ରହିବ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ଏହି ସମୟରେ ଲୋକମାନଙ୍କ ଗହଳି ଦେଖିବାକୁ ମିଳୁଥିବାରୁ କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ଭ୍ରାମ୍ୟମାଣ ପରିବା ଦୋକାନର ଶୁଭାରମ୍ଭ କରାଯାଇଛି। ସୁଲଭ ମୂଲ୍ୟରେ ପନିପରିବା ଘର ପାଖରେ ଯୋଗାଇଦେବାକୁ ଏହି ପ୍ରୟାସ କରାଯାଇଛି। ଫଳରେ ଲୋକ ମାନେ ରାସ୍ତା ବା ବଜାରକୁ ନ ଆସି ନିର୍ଦ୍ଧାରିତ ଦିନ ଓ ସମୟରେ ଘର ପାଖରେ ପନିପରିବା ସଂଗ୍ରହ କରି ପାରିବେ। ଜିଲାପାଳ ଆଶୀଷ ଥାକରେ ଏହାର ଶୁଭାରମ୍ଭ କରିଛନ୍ତି। ଏହା କେନ୍ଦୁଝର ସହରର ବିଭିନ୍ନ ୱାର୍ଡ ବା ସାହିକୁ ଯାଇ ସୁଲଭ ମୂଲ୍ୟରେ ତଟକା ପରିବା ଯୋଗାଇ ଦିଆଯିବ। କୃଷି ଉତ୍ପାଦକ ପ୍ରକଳ୍ପ ଜରିଆରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଏହା କେତେଦୂର ଲୋକଙ୍କ ଆଶ୍ୟକତା ପୂରଣ କରିବ ଏବଂ ରାସ୍ତା ଘାଟରେ ଭିଡ଼ କମାଇବା ତାହା ଦେଖିବାକୁ ଅପେକ୍ଷା ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟମନ୍ତ୍ରୀ ବାଣ୍ଟିଲେ ଆୟୁଷ୍ମାନ କାର୍ଡ: ହିତାଧିକାରୀଙ୍କ ଘରେ ଚା ପିଇଲେ

ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର): ବରଗଡ ଜିଲା ଅତାବିରାକୁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପହଞ୍ଚି ଆଜି ପୂର୍ବାହ୍ନରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସହିତ ଆୟୁଷ୍ମାନ ଭାରତ...

‘ଆମେ ହିନ୍ଦୁମାନଙ୍କଠାରୁ ଭିନ୍ନ’: ସୈନିକମାନଙ୍କୁ ଏପରି ଆହ୍ୱାନ ଦେଲେ ପାକିସ୍ତାନ ସେନା ମୁଖ୍ୟ

ନୂଆଦିଲ୍ଲୀ,୧୭।୫: ପାକିସ୍ତାନର ସେନା ମୁଖ୍ୟ ଜେନେରାଲ ଆସିମ ମୁନିର, ସେନା ପ୍ରତିଷ୍ଠାନର ପୁରୁଣା ଭାବନାକୁ ପୁନରାବୃତ୍ତି କରି, ପାକିସ୍ତାନୀମାନଙ୍କୁ ସେମାନଙ୍କ ପିଲାମାନଙ୍କୁ “ହିନ୍ଦୁ ଓ ମୁସଲମାନମାନଙ୍କ...

Salary Hike: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ପୋଲିସ କର୍ମଚାରୀଙ୍କ ଦରମା ୫୫ହଜାର ଯାଏ ବୃଦ୍ଧି

ଭୁବନେଶ୍ୱର,୧୭।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର...

ଭଡ଼ାରେ ରହୁଥିବା ଯୁବତୀଙ୍କ ପ୍ରେମରେ ପଡ଼ିଥିଲେ ଏହି ଭାରତୀୟ ଷ୍ଟାର କ୍ରିକେଟର; ମାତ୍ର ୧୩ ବର୍ଷ ବୟସରୁ ଦୌଡ଼ିଥିଲା ପ୍ରେମର ଗାଡ଼ି…

ନୂଆଦିଲ୍ଲୀ,୧୭।୪: ଜଣଙ୍କୁ ୧୧ ବର୍ଷ ତ ଆର ଜଣଙ୍କୁ ୧୩। ହଁ, ଏହି ବୟସରେ ଉଭୟ ପରସ୍ପରକୁ ଜାଣିଥିଲେ, ପ୍ରଥମ ଥର ପାଇଁ ପରସ୍ପରକୁ ଦେଖିଲେ।...

ବ୍ୟାଙ୍କକୁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ, କ୍ୟାଶିୟର ଭାବେ କାମ କରୁଥିବା ଚପରାସୀଙ୍କୁ ମିଳିବ ଅଧିକ ଦରମା

ଭୁବନେଶ୍ୱର,୧୭।୫: ଓଡ଼ିଶା ହାଇକୋର୍ଟ ପୁରୀ-ନିମାପଡ଼ା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଲିମିଟେଡକୁ ଜଣେ ୫୪ ବର୍ଷୀୟ ମହିଳାଙ୍କୁ ଉଚ୍ଚ ଦରମା ସୁବିଧା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।...

Naveen Patnaik: ନାମାଙ୍କର ଭରିଲେ ନବୀନ, ପାଖରେ ଥିଲେ ବବି

ଭୁବନେଶ୍ୱେର,୧୭।୪: ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଶଙ୍ଖ ଭବନକୁ ଆସି ନବୀନ ପଟ୍ଟନାୟକ ନାମାଙ୍କନ ଭରିଛନ୍ତି। ନିର୍ବାଚନ...

ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପୂର୍ବରୁ +୩ ନାମଲେଖା ପାଇଁ ଆବେଦନ, ଜାଣନ୍ତୁ ଓଡ଼ିଶା ସରକାରଙ୍କ ଯୋଜନା

ଭୁବନେଶ୍ୱର,୧୭।୫: ପୂର୍ବ ସ୍ନାତକ ପ୍ରବେଶ ପ୍ରକ୍ରିୟାରୁ ଏକ ପ୍ରମୁଖ ପରିବର୍ତ୍ତନ ଆଣି, ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ଏକ ନୂତନ ବ୍ୟବସ୍ଥା ଆରମ୍ଭ କରିଛନ୍ତି, ଯାହା ଛାତ୍ରଛାତ୍ରୀମାନଙ୍କୁ...

ଆମ୍ବ ଆଣିବାକୁ ତୋଟାକୁ ଯାଇଥିଲେ, ଶୁଣ୍ଢରେ ଟେକି ଗଛରେ ପିଟିଦେଲା ଦନ୍ତା; ଚାଲିଗଲା ଜୀବନ

ବନ୍ତଳା୧୭।୪ (ଶୁସିତ କୁମାର ସାହୁ):  ଅନୁଗୋଳ ଜିଲା ବନ୍ତଳା ବନାଞ୍ଚଳ କଞ୍ଜା ସେକ୍ସନ କଞ୍ଜା ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image