ଘଷିପୁରାରେ ବଦ୍ରି ୭୦୬୪ ଭୋଟ ଆଗରେ

ଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩।୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଦ୍ୱାଦଶ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩।୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଦ୍ୱାଦଶ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଦ୍ରି ନାରାୟଣ ପାତ୍ର ୭୦୬୪ ଖଣ୍ଡ ଭୋଟ ପାଇ ଆଗରେ ଅଛନ୍ତି। ଦ୍ରି ନାରାୟଣ ପାତ୍ର ୭୦୬୪ ଖଣ୍ଡ ଭୋଟ ପାଇ ଆଗରେ ଅଛନ୍ତି।