ଚର୍ଚ୍ଚାରେ ଚିଲତଇଳା ଆଶ୍ରମ ସ୍କୁଲ: ଛାତ୍ରୀ ମୃତ୍ୟୁର ସପ୍ତାହକ ପରେ ଆଉ ଜଣେ ଅସୁସ୍ଥ

ଢେଙ୍କାନାଳ ଅଫିସ, ୧୫।୧୧- ଅନ୍ତେବାସୀଙ୍କ ବିଗୁଡୁଥିବା ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚର୍ଚ୍ଚାକୁ ଆସିଛି ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଚିଲତଇଳା ଆଶ୍ରମ ସ୍କୁଲ। ଏଠାରେ ୫ମ ଶ୍ରେଣୀରେ ପଢୁଥିବା ଛାତ୍ରୀ ସବିତା ମୁଣ୍ଡାଙ୍କ ୭ ତାରିଖରେ ମୃତ୍ୟୁ ଘଟିଥିଲା। ଘଟଣାକୁ ୭ଦିନ ବିତି ନ ଥିବାବେଳେ ପୁଣି ଜଣେ ଛାତ୍ରୀ ଅସୁସ୍ଥ ହୋଇ ଜିଲା ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ପିଲାମାନେ ଅସ୍ବାସ୍ଥ୍ୟକର ପରିବେଶରେ ରହୁଥିବାରୁ ବାରମ୍ବାର ରୋଗରେ ପଡୁଥିବା ଚର୍ଚ୍ଚା ହେଉଛି।
ଏ ସଂକ୍ରାନ୍ତରେ ଜିଲା ମଙ୍ଗଳ ଅଧିକାରୀ ମାନସ ରଞ୍ଜନ ମିଶ୍ର କୁହନ୍ତି, ଅସୁସ୍ଥ ଛାତ୍ରୀ ଜିଲା ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ନିକଟରେ ଜଣ୍ଡିସ ଭୂତାଣୁ ଠାବ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ବୁଝାମଣାରୁ ଏମ୍‌କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ...

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର: କଳ୍ପନାଙ୍କ ମଙ୍ଗଳା ଭଜନ ଉନ୍ମୋଚିତ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର ରବିବାର ସଂଧ୍ୟାରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଅନୁଷ୍ଟିତ ହୋଇଯାଇଛି । ଏହି...

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ...

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର...

୧୩ ଦିନିଆ ଯାତ୍ରା ସାରି ମନ୍ଦିର ଫେରିଲେ ମା’ ଦକ୍ଷିଣକାଳୀ

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ...

ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ଜେଲ୍ ଗଲେ ଅଭିଯୁକ୍ତ, ଖଣ୍ଡା ଜବତ   

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡ଼ଡୁମ୍ବୁଳା ଗ୍ରାମର ପ୍ରସାଦ ଗୌଡ଼ଙ୍କୁ ହତ୍ୟାଉଦ୍ୟମ ଘଟଣାରେ ସମ୍ପୃକ୍ତ ତେଣ୍ଟୁଆପଡ଼ା ଗ୍ରାମର ଲାଲୁ ପ୍ରସାଦ ସେଠୀଙ୍କୁ...

ପମ୍ପ ପୁନଃଉଦ୍ଧାର କାର୍ଯ୍ୟରେ ଅନିୟମିତତା: ଭିଜିଲାନ୍ସ ତଦନ୍ତ ଦାବି କଲେ ଚାଷୀ

ଛତ୍ରପୁର,୧୩ା୪(ଦିଲ୍ଲୀପ ସାମଲ): ନିମ୍ନମାନର କାମ ସହ ଆର୍ଜବେଷ୍ଟ ଉପରେ ସିମେଣ୍ଟ ପକାଇ ସରକାରୀ ଅର୍ଥକୁ ହରିଲୁଟ କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଦେଖିବାକୁ ମିଳିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image