ଚର୍ଚ୍ଚାରେ ଶିବଲିଙ୍ଗ ଆକୃତିର ପଣସ

ବୈପାରୀଗୁଡ଼ା,୧୮।୪(ଡି.ଏନ୍‌.ଏ.): ମହାଦେବଙ୍କ ଲିଙ୍ଗ ଆକୃତିର ପଣସକୁ ନେଇ ଏବେ ବୈପାରୀଗୁଡ଼ା ଅଞ୍ଚଳରେ ଚର୍ଚ୍ଚା । ବୈପାରୀଗୁଡ଼ା ବ୍ଲକ ଦୋରାଗୁଡ଼ା ପଞ୍ଚାୟତ ମୁଣ୍ଡାଗୁଡ଼ାର ଜଣେ ଯୁବକଙ୍କ ବଗିଚାରେ ଏଭଳି ଆକୃତିର ପଣସ ଫଳିଛି। ତାହାକୁ ତୋଳିଆଣି ପରିବାର ଲୋକଙ୍କୁ ଦେଖାଇବା ପରେ ସେମାନେ ଭକ୍ତିରେ ତାହାକୁ ଠାକୁର ଘରେ ରଖି ପୂଜାର୍ଚ୍ଚନା ଆରମ୍ଭ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁକୁ ଉଦ୍ଧାର କରିବାକୁ ଯାଇ ବୁଡ଼ିଗଲେ ନାବାଳକ

ରାୟଗଡ଼ା,୧୪ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ନିକଟସ୍ଥ ଝୁଲା ପୋଲ ବୁଲିବାକୁ ଆସିଥିବା ଜଣେ ୧୭ ବର୍ଷୀୟ ନାବାଳକ ନାଗାବଳୀ ନଦୀରେ ବୁଡ଼ଯାଇଛନ୍ତି। ମୃତକ ଜଣକ...

ଅନ୍‌ଲାଇନ ଗେମ୍‌ରୁ ଜୀବନ ହାରିଲେ ଛାତ୍ରୀ

ରାୟଗଡ଼ା,୧୩।୩: ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା ଗଣପତିଗୁଡ଼ାରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅନ୍‌ଲାଇନ ଗେମ୍‌ରେ ଟଙ୍କା ହରାଇ ଜଣେ ଦଶମ ଶ୍ରେଣୀ...

ଟ୍ରାକରେ ଆମ୍ବୁଲାନ୍ସ ପଶିଯିବା ପରେ ମାମଲା ରୁଜୁ କଲା ରେଳବାଇ

ରାୟଗଡା,୧୧।୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଶିକରପାଇ ଓ ଭାଲୁମସ୍କା ରେଳ ଷ୍ଟେଶନର ମଧ୍ୟବର୍ତ୍ତୀ ସ୍ଥାନରେ ସୋମବାର ଏକ ଆମ୍ବୁଲାନ୍ସ ଅନଧିକାର ଭାବରେ ରେଳ ଟ୍ରାକ...

ଗୋଲାପ ଚାଷ ଦେଖିଲେ କେନ୍ଦ୍ରୀୟ ଟିମ୍‌

ରାମନାଗୁଡ଼ା,୧୦।୩ (ସଞ୍ଜୟ ପ୍ରଧାନ): କେନ୍ଦ୍ର ସରକାରଙ୍କ ଜଳ ଶକ୍ତି ଅଭିଯାନର ଏକ ଟିମ୍‌ ସୋମବାର ରାୟଗଡ଼ା ଜଲା ରାମନାଗୁଡ଼ା ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି।...

ଆମ୍ବୁଲାନ୍ସକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍; ଅଳ୍ପକେ ବଞ୍ଚିଗଲା ରୋଗୀଙ୍କ ସମେତ ୮ ଜଣଙ୍କ ଜୀବନ

ରାୟଗଡା,୧୦।୩: ସୋମବାର ରାୟଗଡା ଜିଲା କାଣିପାଇ ନିକଟରେ ରେଳପଥ ପାର ହେଉଥିବା ସମୟରେ ଏକ ମାଲବାହୀ ଟ୍ରେନ୍ ଏକ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଆମ୍ବୁଲାନ୍ସଟି ରାୟଗଡ଼ାର...

ଚଳନ୍ତା ଟ୍ରେନରୁ ଖସିପଡ଼ିଲେ ଯବାନ, ଭୁବନେଶ୍ୱର ଏୟାରଲିଫ୍ଟ

ରାୟଗଡ଼ା/ମୁନିଗୁଡ଼ା,୬।୩(ଆଶିଷ ରଞ୍ଜନ ପଣ୍ଡା/ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନଠାରେ ଗୁରୁବାର ଚଳନ୍ତା ଟ୍ରେନ୍‌ରୁ ଖସି ପଡି ଜଣେ ବିଏସଏଫ୍‌ ଯବାନ ଗୁରୁତର...

କାଲି ଟ୍ରଲର ଆଜି ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ, ଯାତାୟତ ବାଧାପ୍ରାପ୍ତ

ରାୟଗଡ଼ା,୨୭।୨(ଆଶିଷ ରଞ୍ଜନ ପଣ୍ଡା): ଲୋକଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି କରିବା ସହିତ ଦିନକୁ ଦିନ ବିପଦଜନକ ହୋଇପଡିଛି ରାୟଗଡ଼ା – କୋରାପୁଟ ୩୨୬ ନଂ...

ଜୋର୍‌ ଧରିଲା ବ୍ଲକ୍‌ ଘୋଷଣା ଦାବି: ଏକାଠି ହେଲେ ୭ ପଞ୍ଚାୟତବାସୀ

ରାୟଗଡ଼ା,୨୦।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ୍‌ ଅନ୍ତର୍ଗତ ଜେମାଦେଈପେଣ୍ଠକୁ ସ୍ବତନ୍ତ୍ର ବ୍ଲକ୍‌ ମାନ୍ୟତା ଦାବିରେ ଅଞ୍ଚଳବାସୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗୁରୁବାର ଜିଲାପାଳ ପାରୁଲ ପଟୱାରିଙ୍କୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri