Categories: ମେଟ୍ରୋ

ଚାଲିଛି ବିଦ୍ୟୁତ ମରାମତି : ରେଳ ଚଳାଚଳ ବନ୍ଦ

ନିରାକାରପୁର,୯ା୬(ଡି.ଏନ୍‌.ଏ.) : ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା କାଇପଦର ଷ୍ଟେଶନ ନିକଟରେ ୩୨ କେଭି ବିଦ୍ୟୁତ ମରାମତି କାର୍ଯ୍ୟ ଚାଲିଥିବାରୁ ରବିବାର ପୁରୀ-ଗୁଣପୁର ପାସେଞ୍ଜର,ଭୁବନେଶ୍ୱର-ବ୍ରହ୍ମପୁରପାସେଞ୍ଜର,ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟିକୁ ବାତିଲ କରି ଦିଆଯାଇଛି। ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

Share