ଚିତ୍ରକୋଣ୍ଡାରେ କଂଗ୍ରେସର ଲକ୍ଷ୍ମୀପ୍ରିୟା ନାୟକ ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ଚିତ୍ରକୋଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ରାଉଣ୍ଡ ଗଣତିରେ କଂଗ୍ରେସ ଆଗୁଆ ରହିଛି। କଂଗ୍ରେସର ଲକ୍ଷ୍ମୀପ୍ରିୟା ନାୟକ ୭୭୦ ଭୋଟ୍‌ ପାଇଥିବା ବେଳେ ଭାଜପାର ପଦୁ ମାଝି ୫୦୦ ଓ ବିଜେଡିର ପୂର୍ଣ୍ଣଚନ୍ଦ୍ର ବାକା ୪୮୪ ଭୋଟ୍‌ ପାଇଛନ୍ତି।

Share