Categories: ଜାତୀୟ

ଚିଦାମ୍ବରମଙ୍କୁ ଗିରଫ କରିବାକୁ ଇଡିକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୫।୧୦: ଚିଦାମ୍ବରମଙ୍କୁ ଲାଗିଛି ଝଟକା। ଆଏନ୍‌ଏକ୍ସ ମିଡିଆ ମାମଲାରେ ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଗିରଫ କରିବାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ଅନୁମତି ଦେଇଛନ୍ତି। ତାଙ୍କୁ ଗିରଫ କରି ୩୦ ମିନିଟ୍‌ ପଚରା ଉଚରା କରିବାକୁ ଅନୁମତି ପ୍ରଦାନ କରାଯାଇଛି। ବୁଧାବର ଇଡି ତାଙ୍କୁ ଦିଲ୍ଲୀର ତିହାର ଜେଲରେ ପଚରା ଉଚରା କରିବ ବୋଲି ଜଣାପଡିଛି।

Share