Categories: Video

ଚିନ୍ତା ବଢାଉଛି ପଶ୍ଚିମବଙ୍ଗ

ରାଜ୍ୟରେ ଆଉ ତିନି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୩ କରୋନା ପଜିଟିଭ୍ ଭଦ୍ରକ ଜିଲ୍ଲାର ବୋଲି ଜଣାପଡ଼ିଛି। ଏନେଇ ଭଦ୍ରକ ଜିଲ୍ଲା ପ୍ରଶାସନ ଟ୍ୱିଟ୍ କରି ମଧ୍ୟ ସୂଚନା ଦେଇଛି। ଏହା ସହିତ ଏବେ ଭଦ୍ରକରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ସେପଟେ ଆଜି ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତଙ୍କ ଲିଙ୍କ ପଶ୍ଚିମବଙ୍ଗ ସହ ଥିବାରୁ ଏହା ଚିନ୍ତାର କାରଣ ପାଲଟିଛି ।