ଛେଣ୍ଡିପଦାରେ ଅଗସ୍ତି ବେହେରା ୫୧୩୪ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୯ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୫୧୩୪ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍‌ ୨୦୩୬୪ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି ବେହେରା ୨୫୪୯୮ ଖଣ୍ଡ ଭୋଟ ପାଇଛନ୍ତି।