ଛେଣ୍ଡିପଦାରେ ଅଗସ୍ତି ବେହେରା ୧୯୯୪ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୧୫ତମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୧୯୯୪ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍‌ ୩୬୦୮୧ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି ବେହେରା ୩୮୦୭୫ ଖଣ୍ଡ ଭୋଟ ପାଇଛନ୍ତି।