ଛେଣ୍ଡିପଦାରେ ସୁଶାନ୍ତ ବେହେରା ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ସୁଶାନ୍ତ କୁମାର ବେହେରା ପ୍ରଥମ ରାଉଣ୍ଡରେ ଆଗରେ ଅଛନ୍ତି। ସୁଶାନ୍ତ ୩୨୫୮ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି ବେହେରା ୨୨୫୧ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ସସ୍ମିତା ବେହେରା ୫୪୪ ଭୋଟ ପାଇଛନ୍ତି।