Posted inଜାତୀୟ

ଜଗନ୍ନାଥଙ୍କ କରୁଣା ଭିକ୍ଷା କଲେ ଗୁଜରାଟ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ

ଅହମ୍ମଦାବାଦ,୪।୭: ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନି ଗୁରୁବାର ଅହମ୍ମଦାବାଦରେ ଥିବା ଜଗନ୍ନାଥ ମନ୍ଦିର ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଶ୍ରୀଗୁଣ୍ଡିଚା ଅବସରରେ ସେଠାରେ ଟଣା ଯାଉଥିବା ରଥରେ ଶ୍ରୀଜିଉ ବିଜେ କରିବା ପୂର୍ବରୁ ରୂପାନି ଛେରା ପହଁରା କରିବେ। ପବିତ୍ର ରଥଯାତ୍ରା ଅବସରରେ ଗୁଜରାଟ ଉପମୁଖ୍ୟମନ୍ତ୍ରୀ ନିତିନଭାଇ ପଟେଲ ମଧ୍ୟ ଅହମ୍ମଦାବାଦର ଜଗନ୍ନାଥ ମନ୍ଦିରରେ ପୁଜା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ ୧୮ରୁ କଳିଙ୍ଗ ବ୍ଲାକ୍‌ ଟାଇଗର୍ସର ଅଭ୍ୟାସ

ଭୁବନେଶ୍ୱର, ୧୦।୪(ତପନ ସ୍ବାଇଁ): ରଗ୍‌ବୀ ଇଣ୍ଡିଆ ଓ ଜିଏମ୍‌ଆର୍‌ର ମିଳିତ ଆନୁକୂଲ୍ୟରେ ରଗ୍‌ବୀ ପ୍ରିମିୟର ଲିଗ୍‌ (ଆର୍‌ପିଏଲ୍‌) ଅନ୍ଧେରି ସ୍ପୋଟର୍‌ସ କମ୍ପ୍ଲେକ୍ସ(ମୁମ୍ବାଇ ଫୁଟ୍‌ବଲ ଆରେନା)ରେ ଆସନ୍ତା...

ଏହି ତାରିଖ ଦିନ ସୁପ୍ରିମକୋର୍ଟରେ ହେବ ଓ୍ବକ୍‌ଫ ଶୁଣାଣି

ନୂଆଦିଲ୍ଲୀ,୧୦।୪: ଓ୍ବକ୍‌ଫ ସଂଶୋଧନ ଆଇନ, ୨୦୨୫ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ପିଟିଶନଗୁଡ଼ିକର ଏକତ୍ର ଶୁଣାଣି ସୁପ୍ରିମକୋର୍ଟରେ ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ...

ଜଙ୍ଗଲରୁ ମିଳିଲା ଝୁଲନ୍ତା ମୃତଦେହ

ନିରାକାରପୁର,୧୦।୪(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ରାମେଶ୍ୱର ନିକଟ କୁଆଁରୀ ଜଙ୍ଗଲରୁ ଜଣେ ଯୁବକଙ୍କ...

କାଳ ବୈଶାଖୀର ତାଣ୍ଡବ, ବର୍ଷା-ଘଡ଼ଘଡ଼ିରେ ୩୦ରୁ ଊର୍ଦ୍ଧ୍ୱ ଲୋକାଙ୍କ ମୃତ୍ୟୁ

ପାଟନା,୧୦।୪: ବିହାରର ନାଳନ୍ଦା, ସିୱାନ, ଭୋଜପୁର, ଗୋପାଳଗଞ୍ଜ, ବେଗୁସରାଇ, ସରନ, ଗୟା, ଜେହାନାବାଦ ଏବଂ ଅରୱାଲରେ ଗୁରୁବାର ଅବରାହ୍ନରେ ବଜ୍ରପାତ ଏବଂ ପ୍ରବଳ ବର୍ଷା ଯୋଗୁଁ...

ସଟସର୍କିଟରୁ ଅଗ୍ନିକାଣ୍ଡ: ସବୁକିଛି ଜଳିପୋଡ଼ି ପାଉଁଶ, ଜଣେ ଆହତ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ):ଭଞ୍ଜନଗର ଥାନା ଅନ୍ତର୍ଗତ ତୁରୁମୁ ପଞ୍ଚାୟତର ଜଡାହାଟୁଣିର ବିଜୟ ଚନ୍ଦ୍ର ପାଢ଼ୀଙ୍କ ଘରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି ସଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା...

ଜଙ୍ଗଲରେ ନିଆଁ ଲିଭାଇଲା ବେଳେ ପୋଡ଼ି ଯାଇଥିଲେ କର୍ମଚାରୀ: ଆନ୍ଦୋଳନ ପରେ ମିଳିଲା ୧୦ ଲକ୍ଷ କ୍ଷତିପୂରଣ

କୁଆଁରମୁଣ୍ଡା,୧୦ା୪(ମହେନ୍ଦ୍ର କୁମାର ସାହୁ): ଇସ୍ପାତ ଜେନେରାଲ ହସ୍ପିଟାଲରେ ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ଠିକା ବନ କର୍ମଚାରୀ ସମରା ଓରାମ(୩୮)ଙ୍କ ମୃତ୍ୟୁ ଘଟିଥିଲା। ଗୁରୁବାର ମୃତକଙ୍କ ଗ୍ରାମ...

ହାସିନାଙ୍କୁ ଯିବାକୁ ପଡ଼ିବ ବାଂଲାଦେଶ? କୋର୍ଟ ଜାରି କଲେ ଓ୍ବାରଣ୍ଟ

ଢାକା,୧୦।୪: ବାଂଲାଦେଶର ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଆଉ ଏକ ଗିରଫଦାରୀ ୱାରେଣ୍ଟ ଜାରି କରାଯାଇଛି। ରାଜଧାନୀ ଢାକାର ଏକ କୋର୍ଟ ଗୁରୁବାର ଏକ...

ରାଜ୍ୟ ରାଜପଥରେ ହାତୀ ଉପଦ୍ରବ

ଜି.ଉଦୟଗିରି,୧୦।୪,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଠାରୁ କଳିଙ୍ଗା ଯିବା ରାଜ୍ୟ ରାଜପଥ ନିକଟ ରାଇପଦାଠାରେ ଗୁରୁବାର ସା ୮ ଘଣ୍ଟିକା ଠାରୁ ହାତୀପଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image