ଜଣେ ମହିଳାଙ୍କୁ ବିବାହ କରିବା ଯେଉଁଠି ଅପରାଧ…

ଦୁନିଆରେ ଏମିତି ସ୍ଥାନ ରହିଛି ଯେଉଁଠାରେ ବିଚିତ୍ର ଆଇନ ପ୍ରଚଳିତ। ଏଠାରେ ଜଣେ ମହିଳାଙ୍କୁ ବିବାହ କରିବା ଆଇନ ଅନୁସାରେ ଅପରାଧ। ଇରିଟ୍ରିୟାରେ ପୁରୁଷମାନଙ୍କ ପାଇଁ ଦୁଇଟି ବିବାହ କରିବା ବାଧ୍ୟତାମୂଳକ କରାଯାଇଛି । ପୁରୁଷମାନେ ଗୋଟିଏ ବିବାହ କରିବା ଏଠାକାର ଆଇନ ଅନୁସା ଅପରାଧ । ସେଥିପାଇଁ ଇଚ୍ଛା ନ ଥିଲେ ମଧ୍ୟ ପୁରୁଷମାନଙ୍କୁ ଏକରୁ ଅଧିକ ବିବାହ କରିବାକୁ ପଡିଥାଏ। ଦେଶର ଆଇନ ଅନୁସାରେ ଯଦି କୌଣସି ବ୍ୟକ୍ତିଙ୍କ ପ୍ରଥମ ପନତ୍ୀ ଏବଂ ଦ୍ୱିତୀୟ ପନତ୍ୀଙ୍କ ମଧ୍ୟରେ ସମସ୍ୟା ଦେଖାଦିଏ ତେବେ ଉଭୟଙ୍କୁ ଜେଲ୍‌ ଦଣ୍ଡାଦେଶ କରାଯାଏ। ଅପରପକ୍ଷରେ ଯଦି କୌଣସି ପୁରୁଷ ଏକାଧିକ ମହିଳାଙ୍କୁ ବିବାହ ପାଇଁ ଅନିଚ୍ଛା ପ୍ରକାଶ କରନ୍ତି ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଥାଏ ।

Share