ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ, ଭାବ ବିହ୍ବଳ ହେଲେ ଲୋକେ

କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ନିଜ ଜନ୍ମମାଟିରେ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇ ଏକ ରୋଡ୍‌ ଶୋ’ରେ ଝୁମ୍ପୁରାକୁ ଯାଇଛନ୍ତି। ଜନ୍ମମାଟିରେ ମୋହନ୍‌ଙ୍କୁ ଦେଖି ଲୋକେ ଭାବ ବିହ୍ବଳ ହୋଇ ପଡ଼ିଛନ୍ତି। ସତେ ଯେପରି ଗ୍ରାମ ଉତ୍ସବ ମୁଖର ହୋଇ ଉଠିଛି। ଆଖପାଖ ଅଞ୍ଚଳରୁ ବହୁସଂଖ୍ୟାରେ ଲୋକେ ତାଙ୍କୁ ଦେଖିବାକୁ ଆସିଥିଲେ। ରାସ୍ତାରେ ଦୁଇ ପାର୍ଶ୍ୱରେ ହଜାର ହଜାର ସଂଖ୍ୟାରେ ଲୋକ ଛିଡ଼ା ହୋଇ ଶୁଭେଚ୍ଛା ଜଣାଇଥିଲେ। ରୋଡ୍‌ ଶୋ’ରେ ଯାଇ ଝୁମ୍ପୁରା ବଜାର ପରିକ୍ରମା କରିଛନ୍ତି। ସ୍ଥାନୀୟ ଦୁର୍ଗାପୂଜା ପଡ଼ିଆରେ ଏକ ଜନସଭାରେ ଉଦ୍‌ବୋଧନ ଦେବା ଓ ବିଭିନ୍ନ ସଙ୍ଗଠନ ଓ ଶୁଭେଚ୍ଛୁ ଦଳୀୟ ନେତା ଓ କର୍ମୀ ତାଙ୍କୁ ସମ୍ବର୍ଦ୍ଧନା କରିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri