Categories: ଜାତୀୟ

ଜମ୍ମୁ-କଶ୍ମୀରରୁ ୨ ଜୈଶ କର୍ମୀ ଗିରଫ

ଜମ୍ମୁ,୨୧।୯: ଦକ୍ଷିଣ କଶ୍ମୀରର ପୁଲଓ୍ବାମାରେ ପୋଲିସ ରେଡ୍‌ କରୁଥିବା ସମୟରେ ଶନିବାର ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଙ୍ଗଠନର ୨ ଓଭର ଗ୍ରାଉଣ୍ଡ କର୍ମୀଙ୍କୁ ଗିରଫ କରିଥିବା ଜଣାପଡିଛି। ପୂର୍ବରୁ କଠଓ୍ବାରୁ ଗିରଫ ହୋଇଥିବା ୩ ଆତଙ୍କବାଦୀଙ୍କୁ ଏମାନେ ସହଯୋଗ କରୁଥିବା ଅଭିଯୋଗରେ ଗିରଫ ହୋଇଥିବା କୁହାଯାଉଛି।

Share