Categories: ଜାତୀୟ

ଜମ୍ମୁ-କଶ୍ମୀର ଓ ଲଦାଖ ସରକାରୀ କର୍ମଚାରୀଙ୍କୁ ମୋଦିଙ୍କ ଦୀପାବଳି ଉପହାର: ୭ମ ବେତନ କମିଶନ ଲାଗୁ

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଜମ୍ମୁ-କଶ୍ମୀର ଓ ଲଦାଖରେ କାମ କରୁଥିବା ସରକାରୀ କର୍ମଚାରୀଙ୍କୁ ଦୀପାବଳି ଉପହାର ଦେଇଛନ୍ତି। ଏଠାରେ ୭ମ ବେତନ କମିଶନ ଲାଗୁ କରାଯାଇଛି। କର୍ମଚାରୀଙ୍କୁ ୭ମ ବେତନ କମିଶନ ଲାଗୁ କରାଯିବା ପାଇଁ ସୁପାରିଶ୍‌ କରାଯାଇଥିଲା। କର୍ମଚାରୀଙ୍କ ଲାଗି ସମସ୍ତ ଭତ୍ତା ଉପଲବ୍ଧ କରାଇବା ପ୍ରସ୍ତାବକୁ ସରକାର ମଞ୍ଜୁରୀ ଦେଇଛନ୍ତି। ଏହା ୨୦୧୯ ଅକ୍ଟୋବର ୩୧ଠାରୁ ଲାଗୁ ହେବ।

Share