ଜମ୍ମୁ-କଶ୍ମୀର ବୁଲିବାକୁ ଯାଉଥିବା ଓଡ଼ିଆଙ୍କ ପାଇଁ ବିଶେଷ ରିହାତି

ଭୁବନେଶ୍ୱର,୭।୨(ବ୍ୟୁରୋ): ଜମ୍ମୁ ଓ କଶ୍ମୀର ବୁଲିବାକୁ ଯାଉଥିବା ଓଡ଼ିଆ ପର୍ଯ୍ୟଟକଙ୍କ ପାଇଁ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା କରାଯାଇଛି। କଶ୍ମୀର ଘରୋଇ ଟୁର୍‌ ଅପରେଟର ସଂଘ ପକ୍ଷରୁ ଭୁବନେଶ୍ୱରରେ ରୋଡ୍‌ ଶୋ କରାଯାଇଛି। ଏହି ଶୋରେ ଓଡ଼ିଆ ପର୍ଯ୍ୟଟକଙ୍କ ପାଇଁ ଟୁର୍‌ ଅପରେଟର ପକ୍ଷରୁ ୨୦ ପ୍ରତିଶତ , ହୋଟେଲ ୩୦ ପ୍ରତିଶତ ଏବଂ ହାଉସବୋଟସ୍‌ରେ ୫୦ ପ୍ରତିଶତ ରିହାତି ଉପଲବ୍ଧ କରାଯିବ ବୋଲି କୁହାଯାଇଛି। ଓଡ଼ିଶାବାସୀଙ୍କ ସହଯୋଗ ଦ୍ୱାରା ଜମ୍ମୁ ଓ କଶ୍ମୀର ପର୍ଯ୍ୟଟନ ଆହୁରି ବିକଶିତ ହୋଇପାରିବ ବୋଲି ଗଲଫ୍‌ କୋର୍ସର ପରିଚାଳନା ନିର୍ଦ୍ଦେଶକ ନଜହାତ୍‌ ଗୁଲ କହିଛନ୍ତି। ଏହି ଅଫର ଚଳିତ ବର୍ଷ ଶେଷ ଯାଏ ଓଡ଼ିଆ ପର୍ଯ୍ୟଟକଙ୍କ ପାଇଁ ଉପଲବ୍ଧ ହେବ ବୋଲି ହମିଦ୍‌ ୱଙ୍ଗନୁ ସୂଚନା ଦେଇଛନ୍ତି। ଏହି ରୋଡ୍‌ ଶୋରେ ଓଡ଼ିଶା ପର୍ଯ୍ୟଟନ ନିଗମ(ଓଟିଡିସି) ପକ୍ଷରୁ ପରିଚାଳନା ନିର୍ଦ୍ଦେଶକ ହେମକାନ୍ତ ସାଏ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ ଜିଲାରେ ହେବ ଘନ କୁହୁଡ଼ି: ୟେଲୋ ଓ୍ବାର୍ନିଂ ସତର୍କ

ଭୁବନେଶ୍ୱର,୧୩ା୧(ଅନୁରାଧା ମହାରଣା): ରାଜ୍ୟରେ ଶୀତ ଲହରି ଜାରି ରହିଛି। ରବିବାର ସର୍ବାଧିକ ତାପମାତ୍ରା ୩୧.୦ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିବାବେଳେ ସର୍ବନିମ୍ନ ତାପମାତ୍ରା ୧୦.୦ ଡିଗ୍ରୀ...

ଆଜି ପବିତ୍ର ମକର ସଂକ୍ରାନ୍ତି: ଉତ୍ତରାୟଣରେ ଗତି କରିବେ ସୂର୍ଯ୍ୟଦେବ

ଭୁବନେଶ୍ୱର,୧୪ା୧: ଆଜି ହେଉଛି ପବିତ୍ର କୃଷି ଭିତ୍ତିକ ପର୍ବ ମକର ସଂକ୍ରାନ୍ତି। ଏହି ଅବସରରେ କୃଷକମାନେ ଉତ୍ପାଦିତ ନୂଆ ଧାନକୁ ଭବିଷ୍ୟତ ପାଇଁ ସୁରକ୍ଷିତ ରଖିବା...

ଭଦ୍ରକ ଜିଲା ଭାଜପା ସଭାପତି ପଦ ପାଇଁ ଛକାପଞ୍ଝା

ଭଦ୍ରକ,୧୪।୧(ସନାତନ ରାଉତ): ଓଡ଼ିଶାରେ ଭାଜପା ଏକାକୀ ପ୍ରଥମଥର ପାଇଁ ସରକାର ଗଠନ କରିବା ପରେ ଏବେ ସାଙ୍ଗଠନିକ ପଦପଦବୀ ଚୟନ ଚାଲିଛି। ଭଦ୍ରକ ଜିଲାରେ ସଭାପତି...

ଅର୍ଚ୍ଚନାଙ୍କ ପରେ ହଂସିତା 

ଭୁବନେଶ୍ୱର,୧୪।୧(ଜିତେନ୍ଦ୍ର କୁମାର ନାୟକ): ଦୁଇ ବର୍ଷ ତଳେ ଅର୍ଚ୍ଚନା ନାଗଙ୍କ କାରନାମା ନେଇ ରାଜ୍ୟ ହୁଲ୍‌ସ୍ଥୂଲ୍‌ ହୋଇଥିଲା। କଳାହାଣ୍ଡିରୁ ଆସିଥିବା ଅର୍ଚ୍ଚନା ୨୦୧୫ରେ ଭୁବନେଶ୍ୱର ଆସି...

ସୁନାବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ,୧୪ା୧(ଅଜିତ୍‌ କୁମାର ମହାନ୍ତି): ପବିତ୍ର ପୌଷ ପୂର୍ଣ୍ଣମୀ ଅବସରରେ ସୋମବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରତ୍ନସିଂହାସନରେ ଶ୍ରୀବିଗ୍ରହମାନେ ରାଜରାଜେଶ୍ୱର ବା...

ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥ ସଂସ୍କୃତିରେ ମକର ସଂକ୍ରାନ୍ତିର...

ମାସକୁ ମିଳିବ ୨୦ ହଜାର

ଭୁବନେଶ୍ୱର,୧୪ା୧(ଅନିଲ ଦାସ): ଦେଶର ଜରୁରିକାଳୀନ ପରିସ୍ଥିତିରେ ମେଣ୍ଟେନାନ୍ସ ଅଫ ଇଣ୍ଟରନାଲ ସିକ୍ୟୁରିଟି ଆକ୍ଟ (ମିସା), ଡିଫେନ୍ସ ଅଫ ଇଣ୍ଡିଆନ (ଡିଆଇଆର) ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ...

କଂସବଧ ସହ ସରିଲା ୧୧ଦିନ ବ୍ୟାପି ଧନୁଯାତ୍ରା

ମଥୁରାନଗରୀ,୧୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ ବ୍ୟାପି ହୋଇଥିବା ଏହି ମହୋତ୍ସବରେ କଂସବଧ ଦୃ୍ଯାଭିନୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri