ଜାତୀୟ ରାଜପଥରେ ଲାଗିବ ସିସିଟିଭି

ଭୁବନେଶ୍ୱର,୨।୧(ବ୍ୟୁରୋ): ଜାତୀୟ ରାଜପଥରେ ଲଗାଯିବ ସିସିଟିଭି। ରାଜ୍ୟରେ ବଢ଼ିବାରେ ଲାଗିଥିବା ସଡ଼କ ଦୁର୍ଘଟଣାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଗିରିସୋଲାରୁ ପୁଇଁତଲା ଯାଏ ସିସିଟିଭିି ଲାଗିବ। ଜାତୀୟ ରାଜପଥର ୫୨ କିମି ପର୍ଯ୍ୟନ୍ତ ସିସିଟିଭି ଲଗାଇବାକୁ ପଦକ୍ଷେପ ନିଆଯାଉଥିବା ଗୁରୁବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି।

Share