Categories: ଖେଳ

ଜାତୀୟ ଶିବିରରେ ଜବାମଣୀ

କଟକ ଅଫିସ,୧୮ା୬- ଜୁଲାଇ ୧ରୁ ୧୭ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଏଏଫ୍‌ସି ମହିଳା ଏସିଆ କପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ନିମନ୍ତେ ଜାତୀୟ ଦଳର ପ୍ରସ୍ତୁତ ଶିବିର ଅନୁଷ୍ଠିତ ହେବ । ଜାତୀୟ ଶିବିରରେ ଜବାମଣୀ ଟୁଡ଼ୁଙ୍କୁ ଏକମାତ୍ର ଓଡ଼ିଆ ଖେଳାଳି ଭାବେ ସ୍ଥାନ ମିଳିଛି । ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ) ସମ୍ପାଦକ ସଞ୍ଜୟ ବେହେରା ଜବାମଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Share