Posted inଖେଳ

ଜାତୀୟ ସ୍ପୋଟର୍‌ସ କ୍ଲାଇମ୍ବିଂ ଆଜିଠାରୁ

ଭୁବନେଶ୍ୱର, ୬।୧(କ୍ରୀଡ଼ା ପ୍ରତିନିଧି)- ଜାତୀୟ ସ୍ପୋଟର୍‌ସ କ୍ଲାଇମ୍ବିଂ ଚାମ୍ପିୟନଶିପ୍‌ର ୨୫ତମ ସଂସ୍କରଣ ସୋମବାରଠାରୁ କଳିଙ୍ଗ ଷ୍ଟାଡିୟମର ସ୍ପୋଟର୍‌ସ କ୍ଲାଇମ୍ବିଂ ହାଇ ପରଫରମାନ୍ସ ସେଣ୍ଟରରେ ଆରମ୍ଭ ହେବ। ଓଡ଼ିଶାରେ ପ୍ରଥମଥରପାଇଁ ହେବାକୁ ଯାଉଥିବା ଏହି ପ୍ରତିଯୋଗିତା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଯୋଗିତାରେ ୭ ଜୋନ୍‌ରୁ ୧୮୦ରୁ ୧୮୬ ପ୍ରତିଯୋଗୀ ଅଂଶଗ୍ରହଣ କରିବେ ବୋଲି ଇଣ୍ଡିଆନ ମାଉଣ୍ଟେନରିଂ ଫେଡେରେଶନ (ଆଇଏମଏଫ) କର୍ମକର୍ତ୍ତା ବ୍ରିଗେଡିୟର ଏମ୍‌.ପି. ଯାଦବ ପ୍ରକାଶ କରିଛନ୍ତି। ୫ ଦିନ ବିଶିଷ୍ଟ ପ୍ରତିଯୋଗିତାକୁ ପାଖାପାଖି ୬୦ ଅଫିସିଆଲ ପରିଚାଳନା କରିବେ। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ କୁମାର ମହାପାତ୍ର ଅପରାହ୍ନ ୫ଟାରେ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ଆଇଏମଏଫ ସଭାପତି ବ୍ରିଗେଡିୟର ଅଶୋକ ଆବେ, ଉପସଭାପତି ରିତା ଗୋମ୍ବୁ ମାରଓ୍ବା ପ୍ରମୁଖ ଅନ୍ୟତମ ଅତିଥିଭାବେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚମକିଲେ ଜୁନିଅର୍‌ ସେହ୍ବାଗ: ବାପାଙ୍କ ପରେ ପୁଅ କରିପାରନ୍ତି କମାଲ୍‌

ଶିଲଂ, ୨୨ା୧୧: ୧୯ ବର୍ଷରୁ କମ୍‌ କୁଚ୍‌ ବିହାର ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟରେ ଦିଲ୍ଲୀ ତରଫରୁ ଖେଳୁଥିବା ଭାରତର ମହାନ ବ୍ୟାଟର ବୀରେନ୍ଦ୍ର ସେହ୍ବାଗଙ୍କ ପୁତ୍ର...

୨୧୭ ରନ୍‌, ୧୭ ଉଇକେଟ୍‌: ପ୍ରଥମ ଦିନରେ ପ୍ରଧାନ୍ୟ ବିସ୍ତାର କଲେ ବୋଲର୍‌

ପର୍ଥ,୨୨।୧୧: ପର୍ଥ ଟେଷ୍ଟର ପ୍ରଥମ ଦିନରେ ଖେଳ ଶେଷ ହୋଇଛ। ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୭ ଉଇକେଟ ହରାଇ ୬୭ ରନ ସଂଗ୍ରହ କରିଛି। ଭାରତ...

ଭାରତ ପରେ ମାଟି କାମୁଡିଲା ଅଷ୍ଟ୍ରେଲିଆ: ବୁମ୍‌ରାଙ୍କ ଚମତ୍କାର ବୋଲିଂ

ପର୍ଥ,୨୨।୧: ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚର ପ୍ରଥମ ଇନିଂସରେ ଭାରତୀୟ ଦଳ ୧୫୦ ରନରେ ଅଲଆଉଟ୍‌ ହୋଇଛି। ଏହାର ଜବାବରେ ଅଷ୍ଟ୍ରେଲିଆ ମଧ୍ୟ ମାଟି କାମୁଡିଛି।...

ଲାଇଭ୍‌ ମ୍ୟାଚ୍‌ ମଝିରେ ରିଷଭ ପନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଦେଲେ ଅଷ୍ଟ୍ରେଲିଆ ଖେଳାଳି: ସମସ୍ତେ ଆଶ୍ଚର୍ଯ୍ୟ

ପର୍ଥ,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ପର୍ଥ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା...

ଆରମ୍ଭରୁ ଧରାଶାୟୀ: ପ୍ରଥମ ଇନିଂସରେ ୧୫୦ରେ ଅଲଆଉଟ୍ ଭାରତ

ଭୁବନେଶ୍ୱର,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୫ ମ୍ୟାଚ୍ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଶୁକ୍ରବାର ପର୍ଥରେ ଆରମ୍ଭ ହୋଇଛି। ଭାରତୀୟ ଦଳର ଅଧିନାୟକ...

ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି ଚହଲଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୧: କ୍ରିକେଟର୍‌ ୟୁଜଭେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ସେ ଖୁବ୍‌ଶୀଘ୍ର ତେଲୁଗୁ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଡେବ୍ୟୁ...

ମାତ୍ର ୫୦ ରନ୍‌ରେ ପାଭିଲିୟନକୁ ଫେରିଲେ ଭାରତର ଅଧା ଟିମ୍‌

ପର୍ଥ,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପର୍ଥରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ଭାରତ ପ୍ରଥମେ...

ପର୍ଥରେ ବଡ଼ ରେକର୍ଡ କଲେ କେ.ଏଲ୍‌ ରାହୁଲ

ପର୍ଥ,୨୨।୧୧: ପର୍ଥ ଟେଷ୍ଟରେ କେ.ଏଲ ରାହୁଲ ଏକ ସ୍ବତନ୍ତ୍ର ରେକର୍ଡ କରିଛନ୍ତି। ପର୍ଥରେ ଖେଳାଯାଉଥିବା ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ପ୍ରଥମ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri