Categories: ଜାତୀୟ

ଜାମିଆ ଗୁଳିକାଣ୍ଡ ଭଳି କାର୍ଯ୍ୟକୁ ସହ୍ୟ କରାଯିବନି : ଶାହ

ନୂଆଦିଲ୍ଲୀ,୩୦।୧: ଜାମିଆ ଗୁଳିକାଣ୍ଡ ଭଳି ଘଟଣାକୁ କେବେ ବି ସହ୍ୟ କରାଯିବନି। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ କହିଛନ୍ତି। ଏସମ୍ପର୍କରେ ଶାହ ଟୁଇଟ୍‌ କରି ଜଣାଇଛନ୍ତି। ଗୁଳିକାଣ୍ଡ ଘଟଣା ସମ୍ପର୍କରେ ଦିଲ୍ଲୀ ପୋଲିସ କମିଶନରଙ୍କ ସହିତ ସେ ଆଲୋଚନ କରିଥିବା କହିଛନ୍ତି। କଠୋର ପଦକ୍ଷେପ ନେବାକୁ ସେ କମିଶନରଙ୍କୁ ନିର୍ଦ୍ଦେଶ ଦେଇଥିବା ସୂଚନା ଦେଇଛନ୍ତି।

Share