Categories: ଜାତୀୟ

ଜାମିନ ପାଇଁ ହାଇକୋର୍ଟ ଗଲେ ଲାଲୁ

ରାଞ୍ଚି, ୧୦।୬: ଚାରା ଘୋଟାଲାରେ ସମ୍ପୃକ୍ତ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଜେଲ୍‌ ଦଣ୍ଡ ଭୋଗୁଥିବାବେଳେ ଜାମିନ ପାଇଁ ଝାଡଖଣ୍ଡ ହାଇକୋର୍ଟରେ ଆବେଦନ କରିନ୍ତି। ପୂର୍ବରୁ ସେ ସୁପ୍ରିମ କୋର୍ଟରେ ଆବେଦନ କରିଥିଲେ ମଧ୍ୟ ତାହା ଖାରଜ ହୋଇଯାଇଥିଲା। ଏବେ ଦେଓଘର କୋଷାଗାର ମାମଲାରେ ଜାମିଦ ଦେବାକୁ ସେ କୋର୍ଟରେ ଅପିଲ କରିଛନ୍ତି। ସୂଚନାଯୋଗ୍ୟ, ବିଭିନ୍ନ ସମୟରେ ଅସୁସ୍ଥତା ଦର୍ଶାଇ ଜାମିନରେ ଆସି ଲାଲୁ ରାଜନୀତି କରୁଥିଲେ ବୋଲି ସିବିଆଇ ଅଭିଯୋଗ କରିଥିଲା।

Share