ଜାଲ୍‌ ସାର୍ଟିଫିକେଟ କାରବାର ଘଟଣା: ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ୍‌ରେ ଚଢ଼ାଉ

ବଲାଙ୍ଗୀର ଅଫିସ,୨୬ା୩: ଜାଲ୍‌ ସାର୍ଟିଫିକେଟ କାରବାର ଘଟଣାରେ ବଲାଙ୍ଗୀର ପୋଲିସ ଓ ପ୍ରଶାସନ ପକ୍ଷରୁ
ରବିବାର ସ୍ଥାନୀୟ ଜୀବନ ବୀମା କାର୍ଯ୍ୟାଳୟ ନିକଟରେ ଥିବା କମ୍ପ ଭାଇ ଭୋକେଶନାଲ ଟ୍ରେନିଂ ଇଷ୍ଟିଚ୍ୟୁଟ୍‌ରେ ଚଢ଼ାଉ କରାଯାଇଛି। ମାଜିଷ୍ଟ୍ରେଟ୍‌ ତହସିଲଦାର ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ଥିତିରେ ଏସ୍‌ଡିପିଓ ତୋଫାନ ବାଗ୍‌, ଟାଉନ ଆଇଆଇସି ବିଶ୍ବଜିତ ମନବୋଧ ଓ ଅନ୍ୟମାନେ ଉପସ୍ଥିତ ରହି ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ପରେ ମାଡ଼ିଗଲା ଟ୍ରକ୍‌: ଜଣେ ମୃତ, ୩ ଗୁରୁତର

ବାଲିଗୁଡା,୧୭।୧୧: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ୫୯ ନମ୍ବର ଜାତୀୟ ରାଜପଥର ପରମପାଙ୍ଗା ନିକଟ ଇର୍ପିଗୁଡାଠାରେ ରବିବାର ରାତିରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ...

କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ ବଢ଼ିଲା, ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ନିଷ୍ପତ୍ତି

କଟକ, ୧୭।୧୧: ବିବାଦ ପରେ ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା...

ପର୍ଯ୍ୟଟନଙ୍କୁ ଆକୃଷ୍ଟ ପାଇଁ ପ୍ରୟାସ: ଅଣ୍ଟା ଭିଡ଼ିଲା ହୋଟେଲ ଆସୋସିଏଶନ

ଭବାନୀପାଟଣା,୧୭।୧୧(ଉତ୍ତମ କୁମାର ଦାଶ): ଭବାନୀପାଟଣା ସ୍ଥିତ ହୋଟେଲ ମିଟ୍‌ ଟାଉନରେ ରବିବାର ସାରେ କଳାହାଣ୍ଡି ହୋଟେଲ, ରେଷ୍ଟୁରାଣ୍ଟ ଆସୋସିଏଶନର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ...

ସୁରକ୍ଷା ବାହିନୀଙ୍କୁ ଟାର୍ଗେଟ କରି ଖଞ୍ଜୁଥିଲେ ବିସ୍ଫୋରକ ସାମଗ୍ରୀ: ମାଡ଼ି ବସିଲେ ଯବାନ

ମାଲକାନଗିରି, ୧୭।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମା ଜିଲାରେ ଯବାନଙ୍କ ତଲାସି ଅଭିଯାନ ସମୟରେ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ମାଓବାଦୀ...

ଘରକୁ ଫେରୁଥିଲେ ବ୍ୟବସାୟୀ, ବାଟରେ ଝାମ୍ପି ନେଲେ ସୁନା, ରୁପା ଭର୍ତ୍ତି ବ୍ୟାଗ

ଲହୁଣୀପଡ଼ା,୧୭ା୧୧(ଦାଶରଥି ପଣ୍ଡା): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଖୁଣ୍ଟଗାଁ ହାଟରୁ ସୁନା ବ୍ୟବସାୟୀଙ୍କଠାରୁ ସୁନା ଝାମ୍ପିନେଇ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିବା ଲହୁଣୀପଡ଼ା ଥାନାରେ ଅଭିଯୋଗ...

ମାଙ୍କଡ଼ ଆତଙ୍କ: ଗୋଟିଏ ଦିନରେ ମେଡିକାଲରେ ୧୫ ଭର୍ତ୍ତି

ହିଞ୍ଜିଳିକାଟୁ,୧୭।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ଗ୍ରାମରେ ରବିବାର ଅପରାହ୍ନରେ ମାଙ୍କଡ ଆତଙ୍କ ଦେଖାଦେଇଛି । ମାଙ୍କଡ଼ କାମୁଡାରେ ଗ୍ରାମର ୧୫ରୁ ଊଦ୍ଦର୍‌ବ...

ବୈକୁଣ୍ଠଧାମ ନାବାଳକ ପୂଜା ପ୍ରସଙ୍ଗ: ବେଆଇନ ନିର୍ମାଣ ଥିଲେ କାର୍ଯ୍ୟାନୁଷ୍ଠାନ ହେବା ନେଇ ଜିଲାପାଳଙ୍କ ବଡ଼ ସୂଚନା

ଖୋର୍ଦ୍ଧା,୧୭।୧୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର ଖଣ୍ଡଗିରିସ୍ଥିତ ବୈକୁଣ୍ଠଧାମ ଆଶ୍ରମର ନାବାଳକଙ୍କ ପାଦରେ ତୁଳସୀ ରଖି ପୂଜା ପ୍ରସଙ୍ଗକୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ସରକାରୀ...

୬୬୨ ବର୍ଗ ମହାବିଦ୍ୟାଳୟର ଆନ୍ଦୋଳନ ଚେତାବନୀ

କୋରାପୁଟ,୧୭ା୧୧(ଅମିତାଭ ବେହେରା): ନିଖିଳ ଓଡ଼ିଶା ୬୬୨ ବର୍ଗ (+୨ ଓ +୩) ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ କୋରାପୁଟ ଜିଲା ଶାଖା ପକ୍ଷରୁ ଏକ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri