ଜାଲ ସାର୍ଟିଫିକେଟ, କୋଟିଆ ବିବାଦକୁ ଗୃହରେ ହଙ୍ଗାମା: ଅପରାହ୍ନ ୪ ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ବର,୩୧।୩(ବ୍ୟୁରୋ): ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦକୁ ନେଇ ଗୃହ ସରଗରମ। ଉଭୟ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ ଦଳ। ଏପରିକି ବାଚସ୍ପତିଙ୍କ ପୋଡିୟମ ନିକଟକୁ ଆସି ଭାଜପା-କଂଗ୍ରେସ ସଦସ୍ୟ ପ୍ରବଳ ହଟ୍ଟଗୋଳ କରିଥିଲେ। ଫଳରେ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।

Share