ଜିଓରେ ନିବେଶ କଲା ପିଆଇ୍‌ଏଫ

ମୁମ୍ବାଇ,୧୯।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ’ର ଡିଜିଟାଲ ପ୍ଲାଟଫର୍ମ ଜିଓରୁ ସାଉଦି ଆରବର ପିଆଇ୍‌ଏଫ ସଂସ୍ଥା୨.୩% ଅଂଶଧନ କ୍ରୟ କରିଛି। ଏ ସମ୍ପର୍କରେ କମ୍ପାନୀ ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି। ସାଉଦି ଆରବର ପବ୍ଲିକ ଇନଭେଷ୍ଟମେଣ୍ଟ ଫଣ୍ଡ (ପିଆଇଏଫ୍‌) ନାମକ ସଂସ୍ଥା ଜିଓ ପ୍ଲାଟଫର୍ମରେ ୧୧,୩୬୭କୋଟି ଟଙ୍କା ପୁଞ୍ଜି ନିବେଶ କରିବ। ଗତ ୯ ସପ୍ତାହ ମଧ୍ୟରେ ନିବେଶକଙ୍କ ଠାରୁ ଜିଓ ୧.୧୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ହାସଲ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଏସ୍ କଲ୍, ମେସେଜ ପାଇଁ ସ୍ବତନ୍ତ୍ର ପ୍ଲାନ ଆଣିବାକୁ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୩ା୧୨: ଟେଲିକମ୍ ରେଗୁଲେଟର ଟେଲିକମ୍ ରେଗୁଲେଟୋରୀ ଅଥରିଟି ଅଫ୍ ଇଣ୍ଡିଆ (ଟ୍ରାଇ) ସୋମବାର ଶୁଳ୍କ ନିୟମରେ ସଂଶୋଧନ କରିଛି। ଏହା ଅଧୀନରେ ମୋବାଇଲ୍ ସେବା ପ୍ରଦାନକାରୀ...

ଗ୍ରାହକଙ୍କ ଚାହିଦାରେ ହସ୍ତଶିଳ୍ପ ସାମଗ୍ରୀ

ଭୁବନେଶ୍ୱର,୨୩।୧୨: ଆଉ କିଛି ଦିନ ପରେ ଇଂରାଜୀ ନବ ବର୍ଷ ସାଙ୍ଗକୁ ଶୁଭ କାର୍ଯ୍ୟ (ଗୃହ ପ୍ରବେଶ)ର ଆଗମନ ଉପଲକ୍ଷେ ଗ୍ରାହକ ଘର ସାଜସଜ୍ଜା ପାଇଁ ଆକର୍ଷଣୀୟ...

ଜିନ୍ଦଲ ଷ୍ଟେନ୍‌ଲେସ୍‌କୁ ସୋର୍ଡ ଅଫ୍‌ ଅନର ପୁରସ୍କାର

ନୂଆଦିଲ୍ଲୀ,୨୩।୧୨: ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ‘ସୋର୍ଡ ଅଫ୍‌ ଅନର’ ମିଳିଛି। ଏପରିକି ଜେଏସ୍‌ଏଲ୍‌ର ହିସାର ୟୁନିଟକୁ...

୧.୪୬ ଲକ୍ଷ କୋଟିର ପୁଞ୍ଜିନିବେଶ

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ବାରା ୨୦୨୦ରୁ କାର୍ଯ୍ୟକାରୀ ହେଉଥିବା ପିଏଲଆଇ ଯୋଜନା ପୁଞ୍ଜି ନିବେଶ, ଉତ୍ପାଦନ ଏବଂ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ...

ଓଏସିସ୍‌ ଫର୍ଟିଲିଟିର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୩।୧୨ (ଅଭୟ ଦାଶ): ବର୍ତ୍ତମାନର ବ୍ୟସ୍ତବହୁଳ ସମୟ ମଧ୍ୟରେ ପ୍ରଜନନ ଜନିତ ସମସ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏପରିକି ପ୍ରଜନନ ଚିକିତ୍ସା ଏବଂ ଯତ୍ନ...

ଲାଇଫ୍‌ ଷ୍ଟାଇଲର ସେଲ୍‌ ଅଫ୍‌ ଦି ସିଜନ

ନୂଆଦିଲ୍ଲୀ,୨୧।୧୨: ଲାଇଫ୍‌ ଷ୍ଟାଇଲର ବହୁ ପ୍ରତୀକ୍ଷିତ ବିକ୍ରୟ ଅଫର ‘ସେଲ୍‌ ଅଫ୍‌ ଦି ସିଜନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସ୍ବତନ୍ତ୍ର ବିକ୍ରୟ ଅଫର...

ବିଆଇଏସ୍‌ର ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବ୍ୟୁରୋ ଅଫ୍‌ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡ(ବିଆଇଏସ୍‌)ର ୨ଦିନିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ମାନକ ମାଧ୍ୟମରେ ବିଜ୍ଞାନ ଶିକ୍ଷା’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରଠାରେ ଆୟୋଜିତ...

ଓରେରାର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଓଡ଼ିଶା ରିଅଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ର ନୂତନ ୱେବ୍‌ସାଇଟ୍‌ https://rera.odisha.gov.in ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଓରେରା ସଂସ୍କରଣ ୨.୦ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri