ରାଜନଗର,୨୫।୮(ଡି.ଏନ୍.ଏ.): ବଙ୍ଗୋପସାଗର ନିକଟବର୍ତ୍ତୀ ୫୦ଟି ଗ୍ରାମକୁ ସମୁଦ୍ର ଢେଉରୁ ସୁରକ୍ଷା ଦେବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ୩୬ କୋଟି ଟଙ୍କା ବ୍ୟୟରେ ଭାରତର ଦ୍ୱିତୀୟ ଜିଓ ଟ୍ୟୁବ୍ ସୁରକ୍ଷା ପ୍ରାଚୀରରେ ରବିବାର ଭୋରୁ ଅଗ୍ନିକାଣ୍ଡ ଘଟିଛି। ଫଳାରେ କୋଟି କୋଟି ଟଙ୍କାର ଜିଓ ସିନ୍ଥେଟିକ୍ ନଷ୍ଟ ହୋଇଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।