Posted inଫୁରସତ

ଜିନିଷ କିଣିଲା ବେଳେ ସେଥିରେ ଥିବା ଛୋଟ ପ୍ୟାକେଟ୍‌ ଫୋପାଡି ଦେଉଛନ୍ତି କି? ଯାହାର ଫାଇଦା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ବଜାରରୁ କିଣୁଥିବା ବିଭିନ୍ନ ଜିନିଷ ଜଥା ଜୋତା, ଡ୍ରେସ ତଥା ଅନ୍ୟାନ୍ୟ ସାମଗ୍ରୀରୁ ଏକ ଛୋଟ ପ୍ୟାକେଟ୍‌ ମିଳିଥାଏ, ଯେଉଁଥିରେ ହୋମିଓପାଥୀ ଔଷଧ ଆକାରର କିଛି ଛୋଟ ଛୋଟ ବଲ୍‌ବ ଥାଏ। ଏହାକୁ ସିଲ୍କା ଜେଲ୍‌ କୁହାଯାଇଥାଏ। ଅନେକେ ଏହାକୁ ଅଦରକାରୀ ଜିନିଷ ଭାଙ୍ଗି ଫୋପାଡି ଦେଇଥାନ୍ତି। ତେବେ ଏଥିରୁ ମିଳୁଥିବା ଫାଇଦା ସମ୍ପର୍କରେ ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ଜାଣନ୍ତୁ ସେ ସମ୍ପର୍କରେ..

-ଏଥିରୁ ମିଳୁଥିବା ପୋଷକତତ୍ତ୍ୱ ପବନ ଆଦ୍ରତାକୁ ଶୀଘ୍ର ସୁଖାଇ ଦେଇଥାଏ।

-ଘରେ ଥିବା ଦରକାରୀ କାଗଜପତ୍ରକୁ ବ୍ୟାକ୍ଟେରିଆଠାରୁ ରକ୍ଷା କରିବା ଲାଗି ସେଥିରେ କିଛି ସିଲ୍କା ଜେଲ୍‌ ରଖି ଦିଅନ୍ତୁ।

-ଏହା କପଡା ପାଇଁ ବେଶି ଉପକାରୀ ହୋଇଥାଏ। ଶୀତ ବସ୍ତ୍ର ରଖିବା ବେଳେ ସେଥିରେ ଏହାକୁ ରଖିବା ଫଳରେ ଭଲ ବାସ୍ନା ହୋଇଥାଏ।

– ଗହଣା ପାଇଁ ଏହା ମଧ୍ୟ ଉପକାରୀ ହୋଇଥାଏ । ବିଶେଷକରି ରୂପା ଗହଣା ପାଇଁ କାରଣ ରୁପା ଗହଳା କଳା ହେବାର ଭୟ ଥାଏ । ଗହଣାରେ ଏହାକୁ ରଖିବା ଫଳରେ ଗହଣା ଚିକ୍‌ ଚିକ୍‌ କରିଥାଏ।

– ବିଷାକ୍ତ ହୋଇଥିବାରୁ ଛୋଟପିଲାଙ୍କଠାରୁ ଏହାକୁ ଦୂରେଇ ରଖନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଛଳନା ଜାଲରେ ଫସିଗଲା ପାକିସ୍ତାନ: ଜୟଶଙ୍କର

ନୂଆଦିଲ୍ଲୀ,୧୬।୪: ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ ଘେରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ସେ କହିଛନ୍ତି, ପାକିସ୍ତାନ ନିଜ ଛଳନା ଜାଲରେ ଫସି ଯାଇଛି। ପାକିସ୍ତାନ ତାଲିବାନ...

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ...

ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି।...

ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି

ଭୁବନେଶ୍ୱର,୧୬।୪: କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ...

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା

ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍‌ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ...

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ...

ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image