ଜିଲାପାଳଙ୍କ କାର୍ଯ୍ୟାଳୟ ଭିତରକୁ ଧସେଇ ପଶିଲେ ଆନ୍ଦୋଳନକାରୀ

ଖୋର୍ଦ୍ଧା ଅଫିସ, ୧୩।୧: ରିପବ୍ଲିକାନ୍‌ ପାର୍ଟି ଅଫ୍‌ ଇଣ୍ଡିଆ ପକ୍ଷରୁ ସୋମବାର ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସିଏଏ ପ୍ରତ୍ୟାହାର, ଦଳିତ ଏବଂ ଆଦିବାସୀମାନଙ୍କୁ ପାଞ୍ଚ ଡେସିମିଲି ଜାଗା ଯୋଗାଇଦେବା ଦାବିରେ ଏହି ଆନ୍ଦୋଳନ ଚାଲିଥିଲା। ଆନ୍ଦୋଳନର ୧୦ ମିନିଟ ପରେ ବିକ୍ଷୋଭକାରୀମାନେ ପୋଲିସକୁ ହଟାଇ ଫାଟକ ଖୋଲି ଜିଲାପାଳଙ୍କ ଅଫିସ ଭିତରେ ଧସେଇ ପଶିଥିଲେ। ଏବେ ମଧ୍ୟ ସେଠାରେ ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ମାଛ ଧରୁଥିବାବେଳେ ଭାସିଗଲେ ୬ ମତ୍ସ୍ୟଜୀବୀ: ୫ ଜଣ ଉଦ୍ଧାର, ଜଣେ ନିଖୋଜ

ମହାକାଳପଡ଼ା,୧ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ବନ୍ତନାଶି-ମହାନଦୀ ମୁହାଣ ମାଉଥଠାରେ ମଙ୍ଗଳବାର ଅପରାହ୍ନରେ ୬...

ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ

ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର...

ଉତ୍କଳ ଦିବସରେ ରକ୍ତଦାନ ଶିବିର

ଦିଗପହଣ୍ଡି,୧।୪ (ଅଶେଷ ନାଥ ମିଶ୍ର): ପବିତ୍ର ଉତ୍କଳ ଦିବସ ଅବସରରେ ମଙ୍ଗଳବାର ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ  ଗଣିଆନାଳ ଛକର ମା’ ପିତାମ୍ୱରୀ ବଣିକ ସଂଘ...

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା...

ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକଉତ୍ସବ

ଦିଗପହଣ୍ଡି,୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ମଙ୍ଗଳବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ...

ଶହୀଦ ରାଜକିଶୋରଙ୍କ ଘରେ ପହଞ୍ଚିଲେ ମନ୍ତ୍ରୀ

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନୂଆଗାଁ ଗ୍ରାମର ସହିଦ ରାଜକିଶୋର ମୁଣ୍ତାଙ୍କ ଘରକୁ ଆଜି ମଧ୍ୟାହ୍ନରେ ରାଜ୍ୟ ଜଙ୍ଗଲ...

ମିଶନ ଶକ୍ତି କାଫେ ଉଦ୍‌ଘାଟନ କଲେ ବିଧାୟକ

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଛକଠାରେ ମଙ୍ଗଳବାର ସନ୍ଧ୍ୟାରେ ମିଶନ ଶକ୍ତି କାଫେ ଉଦ୍‌ଘାଟିତ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ...

ଛାତ୍ରୀଛାତ୍ରଙ୍କୁ ପୌଷ୍ଟିକ ମାଣ୍ଡିଆ ଲଡୁ ବଣ୍ଟନ

ଦିଗପହଣ୍ଡି,୧ା୪(ଅଶେଷ ନାଥ ମିଶ୍ର): ରାଜ୍ୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶାନାମା ଅନୁଯାୟୀ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ମଙ୍ଗଳବାରଠାରୁ ଦିଗପହଣ୍ଡି ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image