ଫୁଲବାଣୀ ଅଫିସ,୨୩।୫(ଡି.ଏନ୍.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୯୧୩୪ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୬୩୨୨ ଭୋଟ ମିଳିଛି। ସେହିପରି ବାଲିଗୁଡାରେ ବିଜେଡି ପ୍ରାର୍ଥୀ ଚକ୍ରମଣୀ କହଁର ୧୨୯୪୩ ଭୋଟ ପାଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ସିମନ ମଳିକ ୮୪୨୧ ଓ ଭାଜପାର କରେନ୍ଦ୍ର ମାଝି ୧୧୨୦ଭୋଟ ପାଇଛନ୍ତି। ଫୁଲବାଣୀ ବିଧାନସଭା କ୍ଷେତ୍ରରେ ଅଙ୍ଗଦ କହଁର ୧୭,୫୬୬ ଭୋଟ ପାଇଥିବାବେଳେ କଂଗ୍ରେସର କିଶୋର କହଁର ୪୯୯୫ ଓ ଭାଜପାର ଦେବନାରାୟଣ ପ୍ରଧାନ ୫୪୦୧ ଖଣ୍ଡ ଭୋଟ ପାଇଛନ୍ତି। କନ୍ଧମାଳ ଏମ୍ପି ଜୋନରେ ବିଜେଡିର ଅଚ୍ୟୁତ ସାମନ୍ତ ୧୩୩୧୮୭ ଭୋଟ ପାଇଥିବାବେଳେ ଭାଜପାର ଐରଖାରବେଳ ସ୍ବାଇଁ ୯୮୫୧୨ ଭୋଟ ପାଇଛନ୍ତି।

ବେଆଇନ ବାଲି ଚାଲାଣ: ବନ ବିଭାଗର ଚଢାଉ, ୨ ହାଇୱା, ଟ୍ରାକ୍ଟର ଜବତ
ପାଟଣା,୨୬୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ବୈତରଣୀ ନଦୀର ଡୁମୁରିଆ ଘାଟରୁ ଶନିବାର ସକାଳୁ ବେଆଇନ ଭାବେ ଚୋରାବାଲି ଉତ୍ତୋଳନ କରି ଚାଲାଣ ସମୟରେ...

‘କଶ୍ମୀର ଆମର ଥିଲା, ଅଛି ଏବଂ ରହିବ, ଆଗାମୀ ଛୁଟିରେ ସେଠାକୁ ହିଁ ଯିବି’
ମୁମ୍ବାଇ: ଜମ୍ମୁ କଶ୍ମୀରର ପହଲଗାମ୍ରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି ନିର୍ଦ୍ଦୋଶ ନାଗରିକ। ଏହାକୁ ନେଇ ସାରାଦେଶରେ ପ୍ରତିବାଦର ସ୍ବର ଗୁଞ୍ଜରିତ ହେଉଛି। ସାଧାରଣଲୋକଠାରୁ ଆରମ୍ଭ...

ଜବରଦଖଲ: ଜଳ ନିଷ୍କାସନରେ ବାଧା, ଫସଲହାନି
ପଟ୍ଟାମୁଣ୍ଡାଇ, ୨୬ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ଅଳଭା ଗ୍ରାମର ବିଲବାଡିରେ ବର୍ଷସାରା ଜଳ ଜମି ରହି ବହୁ ଏକର ଚାଷଜମୀ ନଷ୍ଟ...

ଗର୍ଭବତୀ ନାବାଳିକାଙ୍କ ନାମରେ ରହିଛି ମାଆ ଓ ଶିଶୁ ସୁରକ୍ଷା କାର୍ଡ
ନବରଙ୍ଗପୁର,୨୬ା୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏବେ ୩ ମାସର ଗର୍ଭବତୀ। ତାଙ୍କ ନାମରେ ରହିଛି ମାଆ ଓ ଶିଶୁ ସୁରକ୍ଷା...

IPLର ଗୋଟିଏ ମ୍ୟାଚ୍ ପାଇଁ ମୋଟାଅଙ୍କର ଦରମା ନିଅନ୍ତି ଅମ୍ପାୟାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୬।୪: ଭାରତରେ କ୍ରିକେଟରମାନେ ଘରୋଇ, ଅନ୍ତର୍ଜାତୀୟ କ୍ରିକେଟ ଏବଂ IPLରୁ ପ୍ରଚୁର ଟଙ୍କା ରୋଜଗାର କରନ୍ତି। ଏଠାରେ ଅମ୍ପାୟାରମାନେ ମଧ୍ୟ ଟଙ୍କା ରୋଜଗାର କରିବାରେ ପଛରେ...

ଗରିବଙ୍କ E-KYC ଭୁଲ୍ରେ କଟିଥିଲେ ଜଣାନ୍ତୁ: ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର,୨୬ା୪: E-KYCରେ ଗରିବଙ୍କ ରାଶନକାର୍ଡ କଟିଯିବା ଅଭିଯୋଗ ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ଯେଉଁ ଗରିବଙ୍କର E-KYC କଟିଛି ମୋତେ କୁହନ୍ତୁ। ଆମ...

ଧରିତ୍ରୀ ପ୍ରଭାବ: ଖବର ପ୍ରସାରଣ ପରେ ତତ୍ପରତା ଦେଖାଇଲା ପ୍ରଶାସନ
ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଖବର ପ୍ରସାର ପରେ ବ୍ଲକ ପ୍ରଶାସନ ସାଙ୍ଗେ ସାଙ୍ଗେ ତତ୍ପରତା ଦେଖାଇ ଦୁର୍ଗମ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ...

ଫାଇନାଲ ମୋଡରେ ଯୁଦ୍ଧ, ପାକିସ୍ତାନ ଛାନିଆ, ଚାଇନାଠାରୁ ଆଣିଲା ମାରାତ୍ମକ ଯୁଦ୍ଧାସ୍ତ୍ର
ଇସଲାମବାଦ,୨୬।୪: ପହଲଗାମ ଆକ୍ରମଣ ପରେ ଭାରତ-ପାକ୍ ଉତ୍ତେଜନା ବୃଦ୍ଧି ପାଉଥିବା ମଧ୍ୟରେ, ପାକିସ୍ତାନ ଚାଇନା ଠାରୁ 100 ରୁ ଅଧିକ PL-15 ଲମ୍ବା ରେଞ୍ଜ ଏୟାର-ଟୁ-ଏୟାର...