ଜୁନ୍‌ ୮ରୁ ଓଜେଇଇ ଅନ୍‌ଲାଇନ୍‌ ପରୀକ୍ଷା

ଭୁବନେଶ୍ୱର,୨୪।୫(ବ୍ୟୁରୋ)-ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)ର ଅନ୍‌ଲାଇନ୍‌ ପରୀକ୍ଷା ଆସନ୍ତା ଜୁନ୍‌ ୮ ଓ ୯ରେ ଅନୁଷ୍ଠିତ ହେବ। ୮ତାରିଖରେ ଏମ୍‌.ଟେକ୍‌, ଏମ୍‌.ଆର୍କ, ଏମ୍‌ସିଏ, ଏଲ୍‌ଇ-ଏମ୍‌ସିଏ, ଏମ୍‌.ଫାର୍ମ, ଏମ୍‌.ପ୍ଲାନ୍‌ ଆଦି ବିଷୟରେ ପରୀକ୍ଷା ହେବ। ସେହିପରି ୯ତାରିଖରେ ଏମ୍‌ବିଏ ପରୀକ୍ଷା ହେବ। ଏ ନେଇ ଗୁରୁବାର ଓଜେଇଇ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୭ତାରିଖଠାରୁ www.ojee.nic.inରେ ଆଡ୍‌ମିଟ୍‌ କାର୍ଡ ଉପଲବ୍ଧ ହେବ। ତେବେ କେଉଁ ସିଫ୍ଟ ଓ କେଉଁ ସମୟରେ ପରୀକ୍ଷା ହେବ, ତାହା ପରୀକ୍ଷାର୍ଥୀମାନେ ନିଜ ନିଜ ଆଡ୍‌ମିଟ୍‌ କାର୍ଡରେ ସୂଚନା ପାଇପାରିବେ। ସୂଚନାଯୋଗ୍ୟ, ମେ ୧୩ରେ ଓଜେଇଇର ଅନ୍‌ଲାଇନ୍‌ ପରୀକ୍ଷା ହେବାର ଥିଲା। କିନ୍ତୁ ବାତ୍ୟା ‘ଫନୀ’ ଯୋଗୁ ପରୀକ୍ଷା ଘୁଞ୍ଚାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୩ ନୂଆ ସିଭିଲ ଜଜ୍‌ କୋର୍ଟ ଗଠିତ

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ୩ଟି ନୂଆ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ଗଠିତ ହୋଇଛି। ଏହି କୋର୍ଟଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ଼ ଜିଲାର...

ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ

ଭୁବନେଶ୍ୱର,୨୩ା୪: ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା...

BJD: ରାଜ୍ୟ ସଭାରେ ଓ୍ବକଫ୍‌ ବିଲ୍‌ ଭୋଟିଂକୁ ନେଇ ଆଜି ସତ କହିଦେଲେ ସୁଲୋତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୩।୪: ୱକଫ୍‌ ଭୋଟିଂକୁ ତାତି ଟିକିଏ କମିଥିବାବେଳେ ପୁଣି ବଡ଼ ବୟାନ ଦେଇଛନ୍ତି ବିଜେଡି ରାଜ୍ୟ ସଭା ଏମପି ସୁଲତା ଦେଓ। ଏପ୍ରିଲ ୪ରେ ରାଜ୍ୟ...

ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପୂର୍ବ ସୂଚନାଗୁଡ଼ିକ…

ଭୁବନେଶ୍ୱର,୨୩ା୪:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପଗୁଡିକର...

ଆଉ ମାଟ୍ରିକ ନୁହେଁ, ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ଯୋଗ୍ୟତା ସ୍ନାତକ

ଭୁବନେଶ୍ୱର,୨୩ା୪: ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କ୍ୟାବିନେଟ୍‌ ବୈଠକ: ୬ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୨୩ା୪: ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଛି। ବୈଠକ ପରେ ମୁଖ୍ୟ ଶାସନ...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଲ୍‌ ପୈଠ କରି ନ ଥିଲେ ବି ବିଦ୍ୟୁତ୍‌ କାଟ ହେବନି

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର):ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରାଜ୍ୟର ତାପମାତ୍ରା ଏବେ ଅଧିକାଂଶ ଜିଲାରେ ୪୦ ଡିଗ୍ରୀରୁ ଅଧିକ ରହୁଛି। ଏଭଳି ସ୍ଥିତିରେ ଏକାଧିକ...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image