Categories: ଜାତୀୟ

ଜେଟଲୀଙ୍କୁ ଭେଟିବାକୁ ଏମ୍ସ ଯିବେ ଆଡଭାନୀ

ନୂଆଦିଲ୍ଲୀ,୧୯।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଚିକିତ୍ସା ଚାଲିଛି। ଏବେ ସେ Extracorporeal membrane oxygenation (ECMO)ଥିବା ବେଳେ ତାଙ୍କୁ ଦେଖିବା ପାଇଁ ବହୁ ବରିଷ୍ଠ ନେତା ଏମ୍ସ ପହଞ୍ଚୁଛନ୍ତି। ଅପରାହ୍ନ ୨ଟା ସୁଦ୍ଧା ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ମଧ୍ୟ ଏମ୍ସ ଗସ୍ତ କରିବାର ଯୋଜନା ରହିଛି। ବେଳକୁ ବେଳ ଜେଟଲୀଙ୍କ ସ୍ବାସ୍ଥ୍ୟରେ ଅବନତି ଦେଖାଯାଉଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି।

Share