ଝାରସୁଗୁଡା ବିମାନବନ୍ଦରରୁ ଉଡିଲା ବିମାନ

ଝାରସୁଗୁଡା ଅଫିସ,୨୫ା୫-ଝାରସୁଗୁଡାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ବିମାନ ଚଳାଚଳ ଆରମ୍ଭ ହୋଇଛି। ସୋମବାର ଏହି ବିମାନବନ୍ଦରରୁ ନୂଆଦିଲ୍ଲୀ ଓ ହାଇଦ୍ରାବାଦକୁ ବିମାନ ଚଳାଚଳ କରିଛି। ତେବେ କୋଲକତାକୁ ଯିବାକୁ ଥିବା ବିମାନ ବାତିଲ ହୋଇଥିବା ବିମାନବନ୍ଦର କର୍ତୃପକ୍ଷ ସୂଚନା ଦେଇଛନ୍ତି। ସକାଳେ ବିମାନବନ୍ଦର କର୍ତୃପକ୍ଷ, ଏସ୍‌ପି ରାହୁଲ ପିଆର ଓ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ବିମାନବନ୍ଦରକୁ ଯାଇ ତଦାରଖ କରିଥିଲେ। ଯାତ୍ରୀମାନଙ୍କୁ ସାମାଜିକ ଦୂରତା ସହିତ ସୁରକ୍ଷା ସାମଗ୍ରୀ ପରିଧାନ କରିବାକୁ ବିମାନବନ୍ଦରର ପ୍ରବେଶ ଦ୍ୱାରରେ ଉପସ୍ଥିତ କର୍ମଚାରୀମାନେ ସଚେତନ କରିଥିଲେ। ସେହିପରି ଯାତ୍ରୀମାନଙ୍କୁ ସୁରକ୍ଷା କର୍ମୀମାନେ ଯାଞ୍ଚ କରି ଭିତରକୁ ଛାଡୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଗଡ଼ରେ ଚିରିଲେ ବିଜେଡି ପତାକା,ଥାନାରେ ଏତଲା

ହିଞ୍ଜିଳିକାଟୁ, ୫।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ବିଜେଡି ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଏକ ପଦଯାତ୍ରା ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଥିଲା। ଏଥିନିମନ୍ତେ ଦଳ ପକ୍ଷରୁ ସୋମବାର ରାତିରେ...

ମେଘନାଥ ପାଚେରିରେ ଫାଟ: ଅସନ୍ତୋଷ ଜାହିର କଲେ ମହାପ୍ରଭୁଙ୍କ ବାଡ଼ଗ୍ରାହୀ; ପୂର୍ବ ସରକାରଙ୍କୁ ଟାର୍ଗେଟ କରି…

ପୁରୀ,୫।୧୧: ଶ୍ରୀମନ୍ଦିର ମେଘନାଦ ପାଚେରୀରେ ଫାଟ ସୃଷ୍ଟି ହୋଇଛି। ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ବୟାନବାଜି ଆରମ୍ଭ ହୋଇଛି। ଏସବୁ ମଧ୍ୟରେ ମଙ୍ଗଳବାର ମହାପ୍ରଭୁ...

ଜାତୀୟ ଉତ୍ସବ ଭାବରେ ଆୟୋଜିତ ହେବ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମ ବାର୍ଷିକୀ

ଭୁବନେଶ୍ୱର,୫ା୧୧: କେନ୍ଦ୍ର ସରକାର ‘ଉତ୍କଳ କେଶରୀ ହରେକୃଷ୍ଣ ମହତାବ’ଙ୍କର ୧୨୫ ତମ ଜନ୍ମ ବାର୍ଷିକୀକୁ ଜାତୀୟ ଉତ୍ସବ ଭାବରେ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି...

ଭଦ୍ରକରେ ନନ୍ଦନକାନନ ଏକ୍ସପ୍ରେସ ଉପରକୁ ଗୁଳିମାଡ଼

ଭଦ୍ରକ,୫।୧୧: ଭଦ୍ରକ-ବାଉଦପୁର ସେକ୍ସନ ଟ୍ରେନ୍‌ ଲାଇନ୍‌ ମଝିରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ୍‌ ଉପରକୁ କେତେକ ଦୁର୍ବୃତ୍ତ ଟ୍ରେନ ଉପରକୁ ୨...

ଓଡ଼ିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘର ବୈଠକ ୩ ସ୍ବର୍ଣ୍ଣ ପଦକ ହାସଲକାରୀ ସମ୍ମାନିତ

ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଅମଲା ଭବନଠାରେ ରବିବାର ଓଡିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି।...

ବହୁତ ହୋଇଗଲା ଏଥର ଛାଡ଼ିବାନି: କାହିଁକି ଏମିତି କହିଲେ ପୁରୀ ଗଜପତି ମହାରାଜା

ପୁରୀ,୫।୧୧:ଆସନ୍ତା ୯ରେ ଆମେରିକାର ହ୍ୟୁଷ୍ଟନରେ ରଥଯାତ୍ରା ଆୟୋଜନ ହେଉଛି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ଅଦିନିଆ ରଥଯାତ୍ରାକୁ ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri