ଝିଅକୁ ହରାଇଥିବା ହୋମଗାର୍ଡଙ୍କୁ ସହାୟତା

ପିପିଲି,୩୦।୪(ଡି.ଏନ.ଏ.): ଝିଅକୁ ହରାଇବା ସତ୍ତ୍ୱେ କର୍ତ୍ତବ୍ୟକୁ ଅବହେଳା ନ କରି କାର୍ଯ୍ୟରେ ରହିଥିବା ପିପିଲି ଥାନା ଅଞ୍ଚଳରେ କାର୍ଯ୍ୟରତ ହୋମଗାର୍ଡ ଗୌରୀ ବେହେରାଙ୍କୁ ସହାୟତାର ସୁଅ ଛୁଟିଛି। ତାଙ୍କର ଏହି କାର୍ଯ୍ୟକୁ ଦେଖି ସମସ୍ତେ ପ୍ରଶଂସା କରିବା ସହ ପିପିଲି ଥାନାଧିକାରୀ ଶରତ କୁମାର ସାହୁ ୫ହଜାର ଟଙ୍କା ଓ ସମ୍ପୂର ଗ୍ରାମର ସରପଞ୍ଚ ଲକ୍ଷ୍ମଣ ମାଲିକ ୫ହଜାର ଟଙ୍କାର ଆର୍ଥତ୍କ ସହାୟତା ଦେଇଛନ୍ତି। ସୂଚନାଯୋଗ୍ୟ, ଗୌରୀଙ୍କ ୧୩ବର୍ଷର ଝିଅ କର୍କଟ ରୋଗରେ ପୀଡ଼ିତ ଥିଲେ। ଗତ ସୋମବାର ଝିଅର ମୃତ୍ୟୁ ହୋଇଯାଇଥିବା ଖବର ଜାଣିବା ପରେ ମଧ୍ୟ ନିଜ କର୍ତ୍ତବ୍ୟକୁ ଗୁରୁତ୍ୱ ଦେଇ କାର୍ଯ୍ୟରେ ଉପସ୍ଥିତ ରହିଥିଲେ। କରୋନା ସମୟରେ ନିଜ କାର୍ଯ୍ୟକୁ ପ୍ରଥମ ଦେଖିଥିବାରୁ ସମସ୍ତ ଅଞ୍ଚଳବାସୀ ମଧ୍ୟ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮, ୨୫ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୧୫ା୧୧(ଅନିଲ ଦାସ)- ଚଳିତ ନଭେମ୍ବର ୧୮ (ସୋମବାର) ଏବଂ ୨୫ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏହି ଦିନଗୁଡ଼ିକରେ ଭୁବନେଶ୍ୱରସ୍ଥିତ...

ଭୁବନେଶ୍ୱରରୁ ଏହି ସହରକୁ ଆରମ୍ଭ ହେବ ବିମାନ ସେବା

ଭୁବନେଶ୍ୱର,୧୪ା୧୧: ରାଜ୍ୟକୁ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ କରିବାକୁ ସରକାର ନୂଆ ପଦକ୍ଷେପ ନେଉଛନ୍ତି। ରାଜଧାନୀ ଭୁବନେଶ୍ୱରରୁ ଦେଶର ଅନେକ ସହରକୁ ବିମାନ ସେବା ମିଳୁଥିଲା ବେଳେ...

ଜଳିଗଲା ଲୁଗା ଦୋକାନ, ମାଲିକ ମୃତ

ଜଟଣୀ,୧୫ା୧୧(ରବୀନ୍ଦ୍ରନାଥ ମହାକୁଡ଼): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ରାଜାବଜାରରେ ଥିବା ଗୌରୀ ଗାର୍ମେଣ୍ଟସ (ଲୁଗା ଦୋକାନ)ରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି...

ଥରାଇବ ଶୀତ

ଭୁବନେଶ୍ୱର,୧୪ା୧୧(ଅନୁରାଧା ମହାରଣା)- ରାଜ୍ୟରେ ବର୍ତ୍ତମାନ କୌରସି ନିର୍ଦ୍ଧିଷ୍ଟ ପାଣିପାଗ ନିୟାମକ ସକ୍ରିୟ ନାହିଁ। ଗତ କିଛିଦିନ ଧରି ସାରା ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହୁଥିବାବେଳେ...

ଚନ୍ଦ୍ରଗିରି ବନାଞ୍ଚଳରେ ବାଘ ପାଦଚିହ୍ନ

ମୋହନା,୧୫ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳର ଆକିଲି ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। କିଛିଦିନ ହେଲା ଗଞ୍ଜାମ ଜିଲାର ଦିଗପହଣ୍ଡି ଓ ଚିକିଟି ଅଞ୍ଚଳରେ...

ବୋମାମାଡ଼ ଘଟଣା, ଆଉ ଜଣେ ଗିରଫ

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ଓ ଦିଗପହଣ୍ଡି ଅଞ୍ଚଳରେ ଗତ କିଛିଦିନ ହେଲା ବୋମାମାଡ଼ କରି ଆତଙ୍କ ଚଳାଇଥିବା ଅପରାଧୀ ଗ୍ୟାଙ୍ଗର ଜଣେ ଯୁବକଙ୍କୁ ପୋଲିସ...

କାହିଁକି କାର୍ତ୍ତିକ ପୂର୍ଣ୍ଣିମାରେ ହେଲା ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ,୨୫।୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି l ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ଭିତର ପଟ ପାହାଚରେ...

ନଭେମ୍ବର ୧୮, ୨୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୧୫ା୧୧: ଆସନ୍ତା ନଭେମ୍ବର ୧୮ ତାରିଖ ଏବଂ ନଭେମ୍ବର ୨୫ ତାରିଖ ଉଭୟ ସୋମବାରରେ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri