ଟ୍ରକ ଧକ୍କାରେ ଦୁଇ ଜଣଙ୍କ ଜୀବନ ଗଲା

ରାଇସୁଆଁ,୩ା୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ଥାନା ନିକଟରେ ସୋମବାର ସକାଳେ ଏକ ଟ୍ରକ ଧକ୍କା ଦେବାରୁ ରାଇସୁଆଁର ଜଣେ ଯୁବତୀ ଓ ଜଣେ ମହିଳାଙ୍କ ଜୀବନ ଯାଇଛି। ମୃତକ ଦୁଇଜଣ ପ୍ରାତଃ ଭ୍ରମଣରେ ଯାଇଥିଲେ।