ଟ୍ରଲିରେ ବୁଲି ପାଠ୍ୟପୁସ୍ତକ ବାଣ୍ଟିଲେ ପ୍ରଧାନ ଶିକ୍ଷକ: ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଲେ ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ,୨୬।୪: ଲକ୍‌ଡାଉନ୍‌ ସମୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଘରକୁ ଘର ବୁଲି ନୂତନ ଶିକ୍ଷାବର୍ଷର ପାଠ୍ୟପୁସ୍ତକ ଦେବା କାର୍ଯ୍ୟକ୍ରମ ଶିକ୍ଷକମାନଙ୍କ ପକ୍ଷରୁ ଆରମ୍ଭ ହୋଇଛି । ଏହି ସମୟରେ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡାମାରୀ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସଦାଶିବ ପାଢୀ ଶନିବାର ଟ୍ରଲି ଚଳାଇ ଛାତ୍ରୀଛାତ୍ରଙ୍କ ନିକଟରେ ପାଠ୍ୟପୁସ୍ତକ ପହଞ୍ଚାଇ ଚର୍ଚ୍ଚାକୁ ଆସିଛନ୍ତି। ସେ ଅନ୍ୟ ସହକାରୀ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସହ ପୋଡାମାରୀର ମୁନିସାହି, ଗୁଲାସାହି, ମହାନ୍ତି ସାହି, ଦାଶ ସାହି, ବଜାର ସାହି, ଢିମ୍ବିରା ସାହି, ଜଗାଳି ସାହି ଓ ମଧୁନଗର ସାହିକୁ ଯାଇ ଦ୍ୱିତୀୟରୁ ୬ଷ୍ଠଶ୍ରେଣୀର ୧୪୦ ପିଲାଙ୍କୁ ପାଠ୍ୟପୁସ୍ତକ ବଣ୍ଟନ କରିଥିଲେ । ତାଙ୍କର ଏଭଳି କାର୍ଯ୍ୟକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟର ମାଧ୍ୟମରେ ପ୍ରଶଂସା କରି ଶୁଭେଚ୍ଛା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେବେ କି ଅମର ଶତପଥୀ: କହିଦେଲେ ମନର କଥା

ଚଣ୍ଡିଖୋଲ,୨୬ା୧୧(ପ୍ରଦୀପ୍ତ କୁମାର ପୃଷ୍ଟି):ଏବେ ଧୀରେ ଧୀରେ ଆଞ୍ଚଳିକ ଦଳଗୁଡ଼ିକର ପ୍ରଭାବ କମୁଛି। ଜାତୀୟ ଦଳ ସହଯୋଗରେ ଆଞ୍ଚଳିକ ଦଳଗୁଡ଼ିକ ବିଜୟୀ ହୋଇଛନ୍ତି ବୋଲି ପୂର୍ବତନ ବିଧାୟକ...

ମୋବାଇଲ ଲୁଟ ବେଳେ ଚାଲିଗଲା ଜୀବନ

ସୋର,୨୬ା୧୧(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ୧୬ନଂ. ଜାତୀୟ ରାଜପଥର ଦହିସଢ଼ାଠାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍କୁଟିରେ ଯାଉଥିବା ମା’ ଓ...

ବିଜେଡି ଛାଡ଼ି ଭାଜପାରେ ମିଶିଲେ ୨୫ ପରିବାର

ଭଞ୍ଜନଗର,୨୬ା୧୧(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦୋମୁହାଣି ପଞ୍ଚାୟତ ବଞ୍ଜରଗାଁର ରବୀନ୍ଦ୍ରନାଥ ମୁଦୁଲି, ବୁଲୁ ଗୌଡ,ବାଳକୃଷ୍ଣ ଗୌଡ, ସୁଶାନ୍ତ ଗୌଡ, ଲିଟୁ ପ୍ରଧାନଙ୍କ ତତ୍ତ୍ୱାବଧାନରେ ୨୫...

ନନ୍ଦନକାନନକୁ ହାଇଦ୍ରାବାଦରୁ ଆସିଲେ ୨୬ ପ୍ରାଣୀ

ବାରଙ୍ଗ/ତ୍ରିଶୂଳିଆ,୨୬।୧୧(ଲିଙ୍ଗରାଜ ରାଉତ/ତୁଷାରକାନ୍ତ ବେହେରା):କେନ୍ଦ୍ରୀୟ ଚିଡିଆଖାନା କର୍ତ୍ତୃପକ୍ଷଙ୍କ ଅନୁମୋଦନ କ୍ରମେ ଭୁବନେଶ୍ୱରସ୍ଥିତ ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ହାଇଦ୍ରାବାଦସ୍ଥିତ ନେହେରୁ ଜୁଲୋଜିକାଲ ପାର୍କ ମଧ୍ୟରେ ସୋମବାର ପଶୁପକ୍ଷୀ ଅଦଳବଦଳ...

‘ଦାନା’ କ୍ଷୟକ୍ଷତିର ସମୀକ୍ଷା କଲା କେନ୍ଦ୍ରୀୟ ଟିମ୍‌ 

ବାଲେଶ୍ୱର(ବାଞ୍ଛାନିଧି ଦେ)/ ସୋର,(ଜନ୍ମେଜୟ ମିଶ୍ର),୨୬।୧୧: ଆନ୍ତଃମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମ୍‌ ସୋମବାର ବାଲେଶ୍ୱର ଜିଲାକୁ ଦିନିକିଆ ଗସ୍ତରେ ଆସିଥିଲା। ବାତ୍ୟା ‘ଦାନା’ରେ ବିଶେଷ ଭାବେ ପ୍ରଭାବିତ ସଦର...

ଏନକ୍ଲୋଜରରୁ ମୁକୁଳିଲା ‘ଜିନତ୍‌’

ବାରିପଦା,୨୬।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’ ଏନକ୍ଲୋଜରରୁ ମୁକୁଳିଛି। ରବିବାର ରାତିରେ ତାକୁ ଶିମିଳିପାଳର କୋର୍‌ ଅଞ୍ଚଳରେ ଛଡ଼ାଯାଇଛି।...

ସମନ୍ୱିତ କୃଷି ପଦ୍ଧତିରେ ସାମିଲ ହେଲେ କୋଟିଆର ୨୨ ଚାଷୀ

ପଟ୍ଟାଙ୍ଗି୨୫/୧୧(ଶରତ ଧଳ): କୋରାପୁଟ ଜିଲ୍ଲା ପ୍ରଶାସନ କୋଟିଆ ପଞ୍ଚାୟତକୁ ସ୍ଵତନ୍ତ୍ର ଧ୍ୟାନ ଦେଉଥିବା ବେଳେ ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରେ ସମନ୍ୱିତ କୃଷି ପଦ୍ଧତିରେ ୨୨...

ମେଗାଲିଫ୍ଟ କେନାଲରୁ ଜଳସେଚନ ଦାବି: ୩ ରେ ଅଖଚକ ବନ୍ଦ କରିବେ କୋକସରା ବ୍ଲକ ଚାଷୀ

କୋକସରା,୨୫/୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ୨୨ ପଞ୍ଚାୟତର ଚାଷୀଙ୍କୁ ନେଇ ଗଠିତ ସଚେତନ କୃଷକ ମଞ୍ଚ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri