ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାର ଅଞ୍ଚଳରୁ ଜଣେ ଡ୍ରାଇଭରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ପୁରୀ ବ୍ରହ୍ମଗିରି ଅଞ୍ଚଳ ସୁନୀଲ ସେଠୀ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ପଚରାଉଚରା କରିବା ସହ ତଦନ୍ତ ଜାରି ରହିଛି। ଯୁବକ ଜଣକ ଭୁବନେଶ୍ୱରରେ ରହି ଡ୍ରାଇଭର ଭାବେ କାମ କରୁଥିଲେ।

Share