ଡ୍ରୋନ ଦ୍ୱାରା ଷ୍ଟେଶନ ସୁରକ୍ଷା ତଦାରଖ

ସମ୍ବଲପୁର, ୯।୪ (ବ୍ୟୁରୋ)-ଡ୍ରୋନ କ୍ୟାମେରା ଦ୍ୱାରା ସମ୍ବଲପୁର ରେଳ ଷ୍ଟେଶନ ସୁରକ୍ଷା ତଦାରଖ କରାଯାଉଛି । ଲକ୍‌ ଡାଉନ ସମୟରେ ରେଳବାଇର ଟ୍ରେନ କୋଚ୍‌, ଯାତ୍ରୀ ସଂରକ୍ଷଣ କେନ୍ଦ୍ରଗୁଡିକ ବ୍ୟବହାର ନ ହୋଇ ବନ୍ଦ ରହିଛି । ଏଥିସହ ସିଗନାଲିଂ ଭିତ୍ତିଭୂମି, ଷ୍ଟେଶନ, ରିଲେ ରୁମ, ଗୁଡ୍ସ ସେଟ, ୱାଗନ୍‌ ଷ୍ଟକ୍‌ ପ୍ରଭୃତି ରେଳ ସୁରକ୍ଷା ବଳ ଉପରେ ଦାୟିତ୍ୱ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପନାଡାରେ ମହାବଳ ଆତଙ୍କ: ୪ ଛେଳିକୁ ମାରି ଖାଇସାରିଲାଣି, କ୍ୟାମେରାରେ ହେଲା କଏଦ

ଗୋପାଳପୁର,୭ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଓ ଗଜପତି ଜିଲାର ସୀମାରେ ମହାରାଷ୍ଟ୍ର ରାଜ୍ୟ ଅଞ୍ଚଳରୁ ଆସିଥିବା ମହାବଳ ବାଘ ଖାଦ୍ୟ ଅନ୍ବେଷଣ ପାଇଁ ବୁଲୁଥିବା ନେଇ...

ମା’ ତାରାତାରିଣୀ ପୀଠରୁ ଚୋରି ଏକ ଅଶୁଭ ସଙ୍କେତ, ପୁରୁଣା ଘଟଣାକୁ ମନେ ପକାଇ…

ପୁରୁଷୋତ୍ତମପୁର,୭ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚୋରି ହେବା ଘଟଣା ଏକ ଅଶୁଭ ସଙ୍କେତ ବୋଲି ସାଧାରଣରେ ମତ ପ୍ରକାଶ...

ବିଦ୍ୟାଳୟରେ ଝାଡୁ ମାରିବା ଘଟଣା: ଧରିତ୍ରୀରେ ଖବର ପ୍ରକାଶ ପରେ ବିଇଓ କହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପରିସର ମଧ୍ୟରେ ନିୟମିତ ପାଳି କରି...

ଗ୍ରାମବାସୀଙ୍କ ଅଭିଯୋଗକୁ ବ୍ଲକ ଅଧ୍ୟକ୍ଷାଙ୍କ ଚ୍ୟାଲେଞ୍ଜ, ଖବରଦାତା ସମ୍ମିଳନୀରେ କହିଲେ ରାଜନୈତିକ…

ତିହିଡ଼ି,୭ା୧୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧ୍ୟକ୍ଷା ଏବଂ ତାଙ୍କ ସ୍ବାମୀ ବିଭିନ୍ନ ଦୁର୍ନୀତିରେ ସମ୍ପୃକ୍ତ ଥିବା ନେଇ ଅଭିଯୋଗ ହୋଇଥିଲା। ବ୍ଲକର କାଁପଡ଼ା...

ଝିଅଙ୍କୁ ସ୍କୁଲରେ ଛାଡ଼ି ପାରିଲେନି, ଟ୍ରଲର ଚକା ତଳେ ଚାଲିଗଲା ବାପାଙ୍କ ଜୀବନ

ସୁନ୍ଦରଗଡ଼,୭।୧୧(ଜୟ ନାରାୟଣ ମେଣ୍ଡୁଳି): ଝିଅକୁ ସ୍କୁଲରେ ଛାଡ଼ିି ଅନ୍ୟ କୌଣସି କାମରେ ଯିବା ଲାଗି ଥିଲା ଯୋଜନା। ଏଥିପାଇଁ ମା’ ବାପା ଓ ଝିଅ ବାଇକ୍‌ରେ...

ପିଲାଙ୍କୁ ପାଳି କରି ଝାଡୁ ମାରିବାକୁ ନିର୍ଦ୍ଦେଶ ଦେଉଛନ୍ତି କର୍ତ୍ତୃପକ୍ଷ, ଅଭିଭାବକ ମହଲରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): ବିଦ୍ୟାଳୟକୁ ସରକାର ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଥିବାବେଳେ ଏବେ ଏକ ଅଜବ ନୀତି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି...

ପିଡିଓଏସ୍‌ ଚାଉଳ ବଦଳରେ ବିଧବା ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୋଗାଣ ସହାୟକ, ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି…

ଲୋଇସିଂହା,୭ା୧୧: ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବିଧବା ମହିଳାଙ୍କୁ ଶାରୀରିକ ସମ୍ପର୍କ ରଖିବା ପାଇଁ ବାଧ୍ୟ କରିବାକୁ...

ଶୁଣିଲାନି ପ୍ରଶାସନ: ୩ କିମି ରାସ୍ତା ନିର୍ମାଣ କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): ନିଜ ପାଇଁ ନିଜେ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଶହଶହ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଶ୍ରମ ଓ ଅର୍ଥଦାନ କରି ରାସ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri