ଢେଙ୍କାନାଳ ବିଧାନସଭା: ସୁଧୀର ସାମଲ ୭୪୭୭ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୧୩।୫-ଢେଙ୍କାନାଳ ବିଧାନସଭା ଆସନରେ ୬ଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡିର ବିଜେଡିର ସୁଧୀର ସାମଲ ୨୧,୪୪୯ ଖଣ୍ଡ ଭୋଟ ସହ ପ୍ରଥମ ସ୍ଥାନରେ ଅଛନ୍ତି। ସେହିପରି ଭାଜପାର କୃଷ୍ଣଚନ୍ଦ୍ର ପାତ୍ର ୧୩,୯୭୨ ଏବଂ କଂଗ୍ରେସର ନବୀନ ନନ୍ଦ ୭,୦୮୮ ଖଣ୍ଡ ଭୋଟ ସହ ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଛନ୍ତି। ବିଜେଡି ପ୍ରାର୍ଥୀ ସୁଧୀର ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର କୃଷ୍ଣଚନ୍ଦ୍ର ପାତ୍ରଙ୍କଠାରୁ ୭୪୭୭ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।