ତାମିଲନାଡୁରୁ ବସ୍‌ରେ ଆସୁଥିଲେ ୩୦ ପ୍ରବାସୀ: ଓଏମ୍‌ପି ଛକରେ ଓହ୍ଲାଇପଡ଼ିଲେ

କଟକ ଅଫିସ,୧୧ା୫: ତାମିଲନାଡୁର କାଞ୍ଚିପୁରାମରୁ ୩୦ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ବସ୍‌ କଟକ ଦେଇ ଯାଉଥିଲା। ସୋମବାର ସକାଳେ ବସ୍‌ରୁ ୧୫ଜଣ ଯାତ୍ରୀ କଟକସ୍ଥିତ ଓଏମ୍‌ପି ଛକରେ ଓହ୍ଲାଇଛନ୍ତି। ସେମାନେ ସେଠାରୁ ଜଗତସିଂହପୁର ଆଡ଼କୁ ଚାଲିଚାଲି ଯାଇଛନ୍ତି। ତେବେ ସେହି ଶ୍ରମିକମାନେ କେଉଁ ଅଞ୍ଚଳର ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକ ନେବେ ପ୍ରଶିକ୍ଷଣ

ପୁରୀ,୩୧।୩: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ...

କାଳବୈଶାଖୀ: କାଲିଠୁ ୫ ପର୍ଯ୍ୟନ୍ତ ଝଡ଼ବର୍ଷା, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୩୧ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ହେଲେ କାଲିଠୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର...

ଲୋ-ଭୋଲଟେଜ, ବିଦ୍ୟୁତ୍‌ କାଟ ପ୍ରତିବାଦରେ ୨୭ ଘଣ୍ଟା ହେଲା ଧାରଣାରେ ଚାଷୀ

ନବରଙ୍ଗପୁର,୩୧।୩(ସଦାଶିବ ପ୍ରହରାଜ): ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। କିଛି ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଅସମ୍ଭାଳ ତାତି ସାଙ୍ଗକୁ ଗୁଳୁଗୁଳିରେ ଲୋକେ...

ଛତ୍ରପୁରରେ ଧୂମଧାମରେ ପାଳିତ ହେଲା ‘ଇଦ୍‌’: ପରସ୍ପରକୁ ଆଲିଙ୍ଗନ କରି ଅଭିବାଦନ ଜଣାଇଲେ…

ଛତ୍ରପୁର,୩୧।୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଆଜି ମୁସଲମାନ ଭାଇମାନଙ୍କ ପବିତ୍ର ରମ୍‌ଜାନ ମାସର ଶେଷ ଦିନ। ଏହି ଦିନକୁ ଇଦ୍‌ ରୁପେ ପାଳନ କରନ୍ତି, ଯାହା...

ଯୁବ ଗବେଷକଙ୍କୁ ଉତ୍ସାହିତ କରିବା ଲାଗି ପ୍ରୟାସ

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ)-ଘୁମୁସର ଗବେଷଣା ପ୍ରତିଷ୍ଠାନ (ଜିଜିପି) ତାର ୫ମ ବାର୍ଷିକ ଅଧିବେଶନ ମେ’ ଶେଷ ସପ୍ତାହରେ ପାଳନ କରିବ । ତେଣୁ ଏନେଇ ସୋମବାର ଏକ...

ଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୩୧।୩ (ସିମାଞ୍ଚଳ ମିଶ୍ର): ଚାଷୀକୂଳଙ୍କ ସୁବିଧା ସହ କ୍ଷେତକୁ ଜଳଯୋଗାଣ ଲାଗି ରାଜ୍ୟ ସରକାରଙ୍କ ଅନୁଦାନ ୧୩ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ପୁରୁଷୋତ୍ତମପୁର ବ୍ଲକ...

ମରାମତି କାମ ଶେଷ: ଟ୍ରାକ୍‌ରେ ଗଡ଼ିଲା ଟ୍ରେନ୍‌

କଟକ,୩୧।୩: ବେଙ୍ଗାଲୁରୁରୁ କାମାକ୍ଷା ଅଭିମୁଖେ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍‌ କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ରବିବାର ଲାଇନ୍‌ଚ୍ୟୁତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରେନ୍‌ର...

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର

ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image