ତାରସିଂ ରେଞ୍ଜ ବଡ଼ଗୁଣ୍ଡିରିବାଡ଼ି ଜଙ୍ଗଲରେ ହାତୀ ମୃତଦେହ ଠାବ

ଭଞ୍ଜନଗର,୧୪।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ତାରସିଂ ରେଞ୍ଜ ବଡ଼ଗୁଣ୍ଡିରିବାଡ଼ି ଜଙ୍ଗଲରେ ଶୁକ୍ରବାର ସକାଳେ ଏକ ହାତୀ ମୃତଦେହ ଠାବ ହୋଇଛି। ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚିଛି। ହାତୀଟିର କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିଛି ସେ ନେଇ ଜଣାପଡ଼ି ନ ଥିବା ବେଳେ ହାତୀଙ୍କ ମଧ୍ୟରେ ଲଢ଼େଇ ଯୋଗୁ ଏହିଭଳି ଘଟିଥିବା ଅନୁମାନ କରାଯାଉଛି । ଡିଏଫ୍‌ଓ ଅଭୟ କୁମାର ଦଳେଇ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛନ୍ତି । ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲା…

ଭୁବନେଶ୍ୱର, ୧୨/୧୧: ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ ଭିଜିଲାନ୍ସ ବିଭାଗ ଦ୍ବାରା ଗିରଫ ହୋଇଛନ୍ତି। ୬ହଜାର ଟଙ୍କା...

ମାଓବାଦୀ ଭୟ: ୨୧ବର୍ଷ ପରେ ଗାଁକୁ ଫେରିଲେ ଲୋକେ

ମାଲକାନଗିରି,୧୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ମାଓବାଦୀ ଭୟ ଯୋଗୁ ୨୦୦୩ରୁ ନିଜ ଗାଁ ଦେଖି ନ ଥିବା ଲୋକେ ମଙ୍ଗଳବାର ଗାଁକୁ ଫେରିଛନ୍ତି। ଏଭଳି ଦେଖିବାକୁ ମଳିଛି ଛତିଶଗଡ଼ ନାରାୟଣପୁର...

ଜାମିନରେ ଆସିଥିଲେ, ହେଲେ କାଶୀପୁର ବ୍ଲକ ଜେଇଙ୍କୁ ପୁଣି ବାନ୍ଧିଲା ଭିଜିଲାନ୍ସ

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର କନିଷ୍ଠଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ଭିଜିଲାନ୍ସ ପକ୍ଷରୁ ତାଙ୍କ ନାମରେ ଆୟ ବହିର୍ଭୂତ ମାମଲା...

୧୦୦ ଏକର ଜଙ୍ଗଲ ଜମି ଜବରଦଖଲ ଘଟଣାରେ ରିପୋର୍ଟ ତଲବ କଲା ଏନ୍‌ଜିଟି

ମାଲକାନଗିରି, ୧୨ା୧୧(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମୋଟୁ ତହସିଲ ଅଧୀନରେ ୧୦୦ ଏକର ଜଙ୍ଗଲ ଜମିକୁ ବେଆଇନ କବ୍‌ଜାକରି ଇସ୍‌ଲାମ୍‌ନଗର ନିର୍ମାଣ ଘଟଣାରେ ଏନ୍‌ଜିଟି ହସ୍ତକ୍ଷେପ...

କଣ୍ଟେନର ଚାପାରେ ଚାଲିଗଲା ମା-ପୁଅଙ୍କ ଜୀବନ

ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। କଣ୍ଟେନର ଚାପାରେ ଉଭୟ...

ପ୍ରଥମେ ସ୍ତ୍ରୀଙ୍କୁ ମାଡ଼ ମାରି ଘରୁ ବାହାର କଲେ: ପରେ ନାବାଳିକା ଝିଅଙ୍କୁ ବଳାତ୍କାର କଲେ ବାପା

ବିଞ୍ଝାରପୁର,୧୨ା୧୧(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ବାପା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏ ନେଇ ନାବାଳିକାଙ୍କ ମା’...

ଲଗେଜ ବ୍ୟାଗରେ ଯାଉଥିଲା ଗୋମାଂସ ପରେ…

ଖଲ୍ଲିକୋଟ,୧୨ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନିର୍ମଳଝର ନିକଟରେ ମଙ୍ଗଳବାର ମଦ ଚୋରାଚାଲାଣ ରୋକିବାକୁ ଅବକାରୀ ବିଭାଗ ପକ୍ଷରୁ ଗାଡ଼ିମୋଟର ଯାଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri