ତାଳଚେରରେ ବ୍ରଜକିଶୋର ୧୨୫୮୦ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୫ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୨୫୮୦ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌ ୩୬୮୫୭ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୨୪୨୭୭ ଖଣ୍ଡ ଭୋଟ ପାଇଛନ୍ତି।