
ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୬ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୩୧୬୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍ ୩୮୫୧୧ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୨୫୩୪୮ ଖଣ୍ଡ ଭୋଟ ପାଇଛନ୍ତି।
ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୬ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୩୧୬୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍ ୩୮୫୧୧ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୨୫୩୪୮ ଖଣ୍ଡ ଭୋଟ ପାଇଛନ୍ତି।
ମୁମ୍ବାଇ/ରାଞ୍ଚି,୨୦ା୧୧: ଇତିମଧ୍ୟରେ ବୁଧବାର ମହାରାଷ୍ଟ୍ର ଓ ଝାଡ଼ଖଣ୍ଡର ସମସ୍ତ ବିଧାନସଭା ଆସନ ପାଇଁ ମତଦାନ ଶେଷ ହୋଇଛି। ମତଦାନ ଶେଷ ହେବା ମାତ୍ରେ ବିଭିନ୍ନ ସଂସ୍ଥା...
ମୁମ୍ବାଇ,୨୦ା୧୧: ବୁଧବାର ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ୨୮୮ଟି ଆସନ ପାଇଁ ଭୋଟ୍ ଗ୍ରହଣ କରାଯାଉଛି। ସମସ୍ତ ବଲିଉଡ୍ ଷ୍ଟାର୍ ଭୋଟ୍ ଦେଇ ନିଜର କର୍ତ୍ତବ୍ୟ ପାଳନ...
ରାଞ୍ଚି,୧୦ା୧୧: ଏନ୍ଡିଏ ସରକାର ‘ସେମାନଙ୍କର ସମସ୍ତ ଦୁର୍ନୀତିର ହିସାବନିକାଶ କରିବ’ ବୋଲି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ସୋରେନ ସରକାରଙ୍କ ଉପରେ ବର୍ଷିଛନ୍ତି। ଝାଡ଼ଖଣ୍ଡ...
ମୁମ୍ବାଇ,୨୦ା୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଭାଜପା ନିଜର ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏଥିରେ ଦଳ ୯୯ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।...
ମୁମ୍ବାଇ,୨୦ା୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନା ଅର୍ଥାତ୍ ଶିବସେନା (ୟୁବିଟି) ଏବଂ କଂଗ୍ରେସ ମଧ୍ୟରେ ଥିବା ସିଟ୍ ବଣ୍ଟନକୁ ନେଇ ମତଭେଦ ସାମ୍ନାକୁ ଆସୁଛି।...
ରାଞ୍ଚି,୧୮ା୧୦: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଏନ୍ଡିଏ ମଧ୍ୟରେ ଆସନ ବଣ୍ଟନ ଘୋଷଣା କରାଯାଇଛି। ଶୁକ୍ରବାର ଭାଜପା ଏବଂ ଏଜେୟୁ ରାଞ୍ଚିରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ...
ଚଣ୍ଡିଗଡ଼/ଭୁବନେଶ୍ୱର,୧୭ା୧୦: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ହରିୟାଣାରେ ପହଞ୍ଚିଛନ୍ତି। ଆଜି ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ସେ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି।...
ଚଣ୍ଡିଗଡ଼,୬ା୧୦: ହରିୟାଣାର ୯୦ଟି ବିଧାନସଭା ଆସନ ପାଇଁ ମତଦାନ ହୋଇଛି। ରାଜ୍ୟରେ କିଏ ସରକାର ଗଠନ କରିବ ସେନେଇ ଏକଜିଟ୍ ପୋଲ୍ ମଧ୍ୟ ଆସିଛି। ପ୍ରାୟ...