ତାଳଚେରରେ ବ୍ରଜକିଶୋର ୧୩୧୬୩ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୬ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୩୧୬୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌ ୩୮୫୧୧ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୨୫୩୪୮ ଖଣ୍ଡ ଭୋଟ ପାଇଛନ୍ତି।